ମାଆଙ୍କ ପାଇଁ କାମ ମାଗୁଛନ୍ତି ଇଶା

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ନାମି ନାୟିକା ହେମାମାଳିନି କିଛି ଦଶକ ଧରି ନିଜ ଅଭିନୟର ଯାଦୁରେ ଦର୍ଶକଙ୍କ ନିକଟତର ହୋଇଥିଲେ। କେବଳ ଅଭିନୟ ନୁହେଁ ରାଜନୀତିରେ ବି ହେମା ନିଜ ପାଇଁ ତିଆରି କରିଛନ୍ତି ଏକ ସ୍ବତନ୍ତ୍ର ପରିଚୟ। ଫିଲ୍ମି କ୍ୟାରିୟରରେ ହେମା ଶୋଲେ, ସୀତା ଔର ଗୀତା ଭଳି କିଛି ଆଇକନିକ ମୁଭି ଭେଟିଦେଇଛନ୍ତି ଦର୍ଶକଙ୍କୁ। ଶେଷଥର ପାଇଁ ତାଙ୍କୁ ୨୦୨୦ରେ ମୁଭି ‘ଶିମଲା ମିର୍ଚ୍ଚ’ରେ ଦେଖିବାକୁ ମିଳିଥିଲା। ଏବେ ପୁଣିଥରେ ବଡ ପରଦାକୁ ଫେରିବାକୁ ଚାହୁଁଛନ୍ତି ଡ୍ରିମଗର୍ଲ। ଏକଥା ହେମା ନୁହେଁ ତାଙ୍କ ଝିଅ ଇଶା ଏକ ସାକ୍ଷାତକାରରେ କହିଛନ୍ତି। ହେଲେ ସେ କହିଛନ୍ତି ତାଙ୍କ ମାଆ ଏବେ ଭଲ ରୋଲ ଓ ସ୍କ୍ରିପ୍ଟ ଅପେକ୍ଷାରେ ଅଛନ୍ତି।
ନିକଟରେ ଏକ ଇଣ୍ଟରଭ୍ୟୁରେ ଇଶା ତାଙ୍କ ମାଆଙ୍କ ବଡ ପରଦା ଲେଉଟାଣିକୁ ନେଇ କଥା ହୋଇଥିଲେ। ସେ କହିଥିଲେ ମୁଁ ମୋ ମାଆଙ୍କୁ ପୁଣିଥରେ ବଡ ପରଦାରେ ଅଭିନୟ କରିବାକୁ କହୁଛି। ହେଲେ ପୂର୍ବରୁ ସେ ଏହାକୁ ଗୁରୁତ୍ୱ ଦେଉ ନ ଥିବା ବେଳେ ଏବେ କିନ୍ତୁ ସେ ପୁଣିଥରେ ବଡ ପରଦାକୁ କମବ୍ୟାକ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। କିନ୍ତୁ ଏବେ ସେ ଭଲ କାହାଣୀ ଓ ଭଲ ଚରିତ୍ର ଖୋଜୁଛନ୍ତି। ତେଣୁ ଯଦି କାହା ନିକଟରେ ଏମିତି କିଛି ରହିଛି ତେବେ ସେ ମୋ ମାଆଙ୍କୁ କଲ କରିବେ ବୋଲି ଇଶା କହିଛନ୍ତି। ଯଦି ଡ୍ରିମଗର୍ଲ କମବ୍ୟାକ କରନ୍ତି ତେବେ ଏହା ତାଙ୍କ ପ୍ରଶଂସକଙ୍କ ପାଇଁ ସବୁଠାରୁ ବଡ ସରପ୍ରାଇଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri