ଘରେ ଏମିତି ଯଦି ହେଉଥାଏ…

କେତେଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଉଥିବ, ରୋଗବ୍ୟାଧି ଲାଗି ରହୁଥିବ ଇତ୍ୟାଦି। କୁହାଯାଏ, ଏସବୁ କୁଆଡ଼େ ବାସ୍ତୁଦୋଷର ଗୋଟିଏ ଗୋଟିଏ ଲକ୍ଷଣ। ସେହିପରି ବାରମ୍ବାର ଘରେ ଇଲେକ୍ଟ୍ରୋନିକ୍ସ ଜିନିଷ ଖରାପ ହେବା, କାଚ ଭାଙ୍ଗିବା କିମ୍ବା ଲୁଗାପଟାରେ ନିଆଁ ଝୁଲ ଲାଗିବା ବି କେତେକାଂଶରେ ବାସ୍ତୁଦୋଷର ସୂଚନା ଦେଇଥାଏ। ଯଦି ଆପଣ ବାସ୍ତୁ ଉପରେ ବିଶ୍ୱାସ ରଖୁଥାନ୍ତି ତେବେ ଏହାର ପ୍ରତିକାର କରିପାରନ୍ତି। ହେଲେ ଏହି ସବୁ ଘଟଣା ଯେ, ବାସ୍ତୁଦୋଷ ଯୋଗୁ ହେଉଛି ଆଉ ତାହା କେତେ ସଠିକ୍‌ ସେକଥା କହିବା ସମ୍ଭବ ନୁହେଁ। ଏସବୁ ତ ମଣିଷର ବିଶ୍ୱାସ ଓ ଅବିଶ୍ୱାସ ଉପରେ ନିର୍ଭର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଏହି ୫ ରାଶି ଉପରେ ପଡିବ ଶନିଙ୍କ କୃପା, ହେବେ ମାଲାମାଲ!

୧୭ ମେ ୨୦୨୬ରେ ଶନିଙ୍କ ରେବତୀ ନକ୍ଷତ୍ରରେ ପ୍ରବେଶ ନୂତନ କ୍ୟାରିଅର ଏବଂ ଆର୍ଥିକ ସୁଯୋଗ ଆଣିପାରେ। ଶନିଙ୍କ ବୁଧଙ୍କ ନକ୍ଷତ୍ରରେ ପ୍ରବେଶ ଚାକିରି, ବ୍ୟବସାୟ ଏବଂ…

୨୦୨୬ରେ ଆଶ୍ଚର୍ଯ୍ୟଜନକ କଥା: ୧୨ ମାସ ବଦଳରେ ହେବ ୧୩ ମାସ! ଜାଣନ୍ତୁ କାରଣ

ଇଂରାଜୀ କ୍ୟାଲେଣ୍ଡର ଅନୁସାରେ, ନୂତନ ବର୍ଷ ଜାନୁଆରୀ ମାସର ପ୍ରଥମ ଦିନ ଅର୍ଥାତ୍‌ ଜାନୁଆରୀ ୧ ତାରିଖରେ ଆରମ୍ଭ ହୁଏ। ତଥାପି, ହିନ୍ଦୁ ଧର୍ମରେ ବିକ୍ରମ ସମ୍ବତ୍‌…

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ ଖାଆନ୍ତୁ କଖାରୁ ଫୁଲ

କଖାରୁ ଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନେକେ ଏଥିରୁ ପ୍ରସ୍ତୁତ ପିଠା ଖାଇବାକୁ ଭଲ ପାଆନ୍ତି। ଏଥିରେ ଅନେକ ପ୍ରକାର ଭିଟାମିନ୍‌…

ଭାରତରେ ପ୍ରଯୁକ୍ତିବିଦ୍ୟାର ବିକାଶ

ଦେଶ ସ୍ବାଧୀନତା ଲାଭ କରିବା ପରେ ଏହାର ପ୍ରଗତି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଦେଶରେ ଅନେକ ବୃହତ୍‌ ନଦୀବନ୍ଧ ନିର୍ମାଣ…

ମାନସିକ ଶାନ୍ତି ଚାହୁଁଛନ୍ତି କି…. ତେବେ ନିହାତି କରନ୍ତୁ ଏସବୁ…

କାର୍ଯ୍ୟ ରହିଛି; ଯାହାକୁ କରିବା ଦ୍ୱାରା ମାନସିକ ଶାନ୍ତି ମିଳିବା ସହ ପ୍ରଭୁକୃପା ଲାଭ ହୋଇଥାଏ। ତା’ସହିତ ଜୀବନରେ ଅନେକ ସଫଳତା ମିଳେ ବୋଲି ବିଶ୍ୱାସ କରାଯାଏ……

ଓଜନ ହ୍ରାସ ଔଷଧ ଖାଉଛନ୍ତି କି: ଘଟିପାରେ ଏମିତି…

ନୂଆଦିଲ୍ଲୀ, ୮ା୫ (ପି.ଟି.):ଓଜନ ହ୍ରାସ ପାଇଁ ବ୍ୟବହୃତ ହେଉଥିବା ଏବକାର ଓରାଲ୍‌ ଔଷଧଗୁଡ଼ିକ କେବଳ ଭୋକ କମାଉନାହିଁ, ବରଂ ଏହା ମସ୍ତିଷ୍କର ‘ରିୱାର୍ଡ ସର୍କିଟ’କୁ ସିଧାସଳଖ ପ୍ରଭାବିତ…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri