Posted inଫୁରସତ

ସାବଧାନ! ଟି-ଶର୍ଟ ପିନ୍ଧି ଗାଡ଼ି ଚଲାଇଲେ କଟିବ ମୋଟା ଅଙ୍କର ଚାଲାଣ

ବିଶ୍ୱର ପ୍ରତିଦେଶରେ ଭିନ୍ନ ଭିନ୍ନ ଟ୍ରାଫିକ ନିୟମ ରହିଛି। ପ୍ରତି ଦେଶର ସରକାର ନିଜର ନାଗରିକମାନଙ୍କ ସୁରକ୍ଷା ପାଇଁ ଟ୍ରାଫିକ ନିୟମ ତିଆରି କରିଛନ୍ତି। ନିୟମ ପାଳନ ନ କଲେ ଦୁର୍ଘଟଣାରେ ଜୀବନ ଚାଲିଯିବାର ଆଶଙ୍କା ରହିଥାଏ। ମାତ୍ର କିଛି ଦେଶରେ ଅଜବ ନିୟମ ଲୋକଙ୍କୁ ଚିନ୍ତାରେ ପକାଇଥାଏ। ଏପରି ଏକ ଅଜବ ନିୟମ ରହିଛି ଥାଇଲାଣ୍ଡରେ। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏଠାରେ ଟି-ଶର୍ଟ ପିନ୍ଧି କେହି ଗାଡ଼ି ଚଲାଇପାରିବେ ନାହିଁ। ଯଦି କେବେ କାହାର ମନ ହୁଏ ଟି-ଶର୍ଟ ପିନ୍ଧିବାକୁ ତେବେ ଏହା ପୂରଣ ହେବ ନାହିଁ। ଅମାନିଆ ହୋଇ କେହି ଟି-ଶର୍ଟ ପିନ୍ଧି ଗାଡ଼ି ଚଲାଇଲେ ମୋଟା ଅଙ୍କର ଚାଲାଣ କଟିବ। ଯାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଗାଡ଼ିଚାଳକ।

 


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri