ନୂଆବର୍ଷରେ ପୁରୀ ଆସିବାର ଥିଲେ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୮ା୧୨: ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ୬୦ ପ୍ଲାଟୁନ ଫୋର୍ସ ଏହିଦିନ ପୁରୀରେ ନିଯୁକ୍ତି ହେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ ସୁପରିଚାଳନା ନେଇ ଏପରି ପଦକ୍ଷେପ ନେଇଛି ଜିଲା ପୋଲିସ।

ଭୁବନେଶ୍ୱରରୁ ପୁରୀ ଆସୁଥିବା ଚାରିଚକିଆ ଯାନ ଜେଲ୍‌ ରୋଡ୍‌ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ। ମେଡିକାଲ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ଯ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିପାରିବ ନାହିଁ। ମାର୍କେଟ ଛକଠାରୁ ହେବ ନୋ ଭେଇକିଲ୍‌ ଜୋନ୍‌ ହେବ।

ସେହିପରି ଶ୍ରୀମନ୍ଦିର ବାହାରେ ଓ ଭିତରେ ଭିଡ଼ ନିୟନ୍ତ୍ରଣ ସହ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା କରାଯିବ। ବେଳାଭୂମିରେ ପର୍ଯ୍ୟାପ୍ତ ଲାଇଫ୍‌ଗାର୍ଡ ମୁତୟନ ହେବା ସହ ଜିରୋ ନାଇଟ୍‌ ସେଲିବ୍ରେଶନ ବେଳେ ପାଟ୍ରୋଲିଂକୁ ମଧ୍ୟ କଡ଼ାକଡ଼ି କରାଯିବ। ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ ଉପରେ ତୀକ୍ଷ୍ଣ ନଜର ରଖାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri