ଏସବୁ ଲକ୍ଷଣ ଦେଖାଯାଉଛି କି, ହୋଇପାରେ କିଡନୀ ଡ୍ୟାମେଜ୍‌

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍‌ନୀ କାର୍ଯ୍ୟରହିତ ହୋଇପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍‌ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍‌ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ନ ମିଳିବା କିଛି ଅସ୍ବାଭାବିକ ନୁହେଁ। ଦୁଇଟିଯାକ କିଡ୍‌ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍‌ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍‌’ ବା ଏ.ଆର୍‌.ଏଫ୍‌.। କିଡ୍‌ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ାବାନ୍ତି ଯୋଗୁ ଡିହାଇଡ଼୍ରେସନ୍‌ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ଅଂଶୁଘାତ ହେବା, ବିଷାକ୍ତ ସାପ କାମୁଡ଼ିବା, ବିଷ ଖାଇବା ଇତ୍ୟାଦି କାରଣରୁ ପ୍ରକାଶ ପାଏ ଆକ୍ୟୁଟ୍‌ କିଡ୍‌ନୀ ଅକ୍ଷମତା। ଏହା ମାରାତ୍ମକ ହୋଇଥିଲେ ମଧ୍ୟ ବିହିତ ଚିକିତ୍ସା ଫଳରେ ସୁଫଳ ମିଳିବାର ସମ୍ଭାବନା ବେଶି। ପରିସ୍ରାର ପରିମାଣ କମିଯିବା, ଆଉ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଆ ଲାଗିବା, ଶ୍ୱାସକଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଏଭଳି ଲକ୍ଷଣ ଦେଖାଦେବା ମାତ୍ରେ ବିଳମ୍ବ ନ କରି ଅଭିଜ୍ଞ କିଡନୀ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ…

ଦୋଳ ବିମାନରେ ପୂଜା ପାଉଛନ୍ତି ରାଧାମାଧବ

କାକଟପୁର/ଅସ୍ତରଙ୍ଗ,୨ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ରିଶୋଲ ଅଞ୍ଚଳରେ ଦୋଳ ବିମାନ ଗାଁ ଗାଁ ବୁଲିବା ସହ ଦେବୀନଦୀ ପାର…

କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…

ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮…

ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…

ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ…

ବିଜେଡି ଯାହା କରିଛି ଠିକ୍‌ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…

ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍‌ଠୋକ୍‌ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍‌ କରିଛି। ଡାକ୍ତର…

ଫିକା ପଡିବ ହୋଲି! ୬ଟି ରାଜ୍ୟରେ ଝଡ ବର୍ଷା ପାଇଁ ସତର୍କତା ଜାରି କଲା IMD

ନୂଆଦିଲ୍ଲୀ,୨।୩: ଉତ୍ତର-ପଶ୍ଚିମ ଭାରତରେ ଗ୍ରୀଷ୍ମ ଆରମ୍ଭ ହୋଇଛି। ଦିନବେଳା ସୂର୍ଯ୍ୟକିରଣ ପ୍ରବଳ ଗରମ ଆଣିଛି। ପାଣିପାଗ ବିଭାଗ ମଧ୍ୟ ଏହି ସପ୍ତାହରେ ଉତ୍ତର-ପଶ୍ଚିମ ଏବଂ ମଧ୍ୟ ଭାରତର…

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri