Posted inରାଜ୍ୟ

ଭୁବନେଶ୍ୱରରେ ଘର ଜଗିବ ପୋଲିସ, ଲୋକମାନେ ପୂଜା ବୁଲିବାକୁ ଯାଉଥିଲେ ପାଖ ଥାନାରେ ଜଣାଇ ଯାଆନ୍ତୁ

ଭୁବନେଶ୍ୱର,୨୦।୧୦: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଚୋରି ଛିନତାଇ ବଢ଼ିବାରେ ଲାଗିଛି। ଏହା ରଖି ପୂଜା ସମୟରେ ଲୋକମାନଙ୍କୁ ସୁରକ୍ଷା ଦେବା ପାଇଁ କମିସନରେଟ ପୋଲିସ ନୂଆ ଉପାୟ ଆପଣାଇଛି।
ଦୁର୍ଗା ପୂଜା ସମୟରେ ରାଜଧାନୀରେ ଲୋକଙ୍କ ଘର ଉପରେ ନଜର ରଖିବବାକୁ ପୋଲିସ ନିଷ୍ପତି ନେଇଛି।

ଭୁବନେଶ୍ୱର ୨ ନମ୍ବର ଜୋନ୍ ଏସିପି ଗିରିଜା ଚକ୍ରବର୍ତ୍ତିଙ୍କ ସୂଚନା ଦେଇଛନ୍ତି ଯେ, ଲୋକମାନେ ପୂଜା ବୁଲିବାକୁ ଯାଉଥିଲେ ଘର ତାଲାକୁ ଭଲ ଭାବରେ ପକାନ୍ତୁ। ପାଖ ପଡୋଶୀଙ୍କୁ ମଧ୍ୟ ଟିକିଏ କହି ଦେଇଯାଆନ୍ତୁ, ଏହା ସହିତ ପାଖ ଥାନା ପୋଲିସକୁ ଟିକିଏ ଜଣାଇ ଦେବାକୁ ମଧ୍ୟ ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri