କରୋନା ଟିକା ନେଲେ ମିଳୁଛି ନାକଫୁଲ-ହ୍ୟାଣ୍ଡ୍‌ ବ୍ଲେଣ୍ଡର ଉପହାର

ରାଜକୋଟ,୪।୪: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନଜାରି ରହିଛି। ଏପରିସ୍ଥଳେ ଲୋକଙ୍କୁ ଟିକା ନେବା ପାଇଁ ସଚେତନ କରାଇବା ନିମନ୍ତେ ଗୁଜରାଟର ରାଜକୋଟରେ ଲୋକଙ୍କୁ ଉପହାର ପ୍ରଦାନ କରାଯାଉଛି। ରାଜକୋଟ ସ୍ବର୍ଣ୍ଣକାର ସମ୍ପ୍ରଦାୟ ପକ୍ଷରୁ ଏଭଳି ନିଆର ପଦକ୍ଷେପ ଗ୍ରହଣ କରାଯାଇଛି। ମହିଳାଙ୍କୁ ନାକଫୁଲ ଉପହାରରେ ପ୍ରଦାନ କରାଯାଉଛି। ଅପରପକ୍ଷରେ ଟିକା ନେଉଥିବା ପୁରୁଷଙ୍କୁ ହ୍ୟାଣ୍ଡ୍‌ ବ୍ଲେଣ୍ଡର ଦିଆଯାଉଛି। ଟିକାନେବା ପରେ ପରେ ଟିକାଦାନ ଶିବିରରେ ଉପହାର ପ୍ରଦାନ କରାଯାଉଛି। ଫଳରେ ଟିକା ନେବା ଲାଗି ଲୋକଙ୍କ ମଧ୍ୟରେ ଉତ୍ସାହ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ଦାବି କଲେ ବିହାର ସରକାର

ପାଟନା,୪।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦେଢ଼ ମାସରୁ ଊର୍ଦ୍ଧ୍ୱ ବିତିଯାଇଛି। ହେଲେ ତାଙ୍କ ମୃତ୍ୟୁ ପଛର କାରଣ ଏବେ ବି ରହସ୍ୟ...

ଚାରା ଦୁନୀତିର ଡୋରଣ୍ଡା ମାମଲାରେ ଲାଲୁ ଦୋଷୀ ସାବ୍ୟସ୍ତ

ରାଞ୍ଚି,୧୫।୨: ଦେଶର ବହୁ ଚର୍ଚ୍ଚିତ ଚୋରା ଦୁର୍ନୀତିର ଡୋରଣ୍ଡା ମାମଲାରେ ରାଷ୍ଟୀୟ ଜନାତା ଦଳ(ଆରଜେଡି)ର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ମଙ୍ଗଳବାର...

ଅକ୍ସିଜେନ ଅଭାବରୁ କାହାକୁ ମରିବାକୁ ଦେବୁ ନାହିଁ – କେଜରିଓ୍ବାଲ

ନୂଆଦିଲ୍ଲୀ, ୬ା୫ : ଯଦି କେନ୍ଦ୍ର ସରକାର ଆମକୁ ଆବଶ୍ୟକ ପରିମାଣର (ପ୍ରତ୍ୟେକ ଦିନ ୭୦୦ ଟନ) ଅକ୍ସିଜେନ ଯୋଗାନ୍ତି, ତେବେ ଦିଲ୍ଲୀରେ ଅକ୍ସିଜେନ ଅଭାବରୁ...

୧୫ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ଶ୍ରୀଲଙ୍କା

ନୂଆଦିଲ୍ଲୀ/କଲମ୍ବୋ୬।୧୧: ଶନିବାର ତାମିଲନାଡୁର ୧୫ଜଣ ମତ୍ସ୍ୟଜୀବୀଙ୍କୁ ଶ୍ରୀଲଙ୍କା ନୌସେନା ଗିରଫ କରିଛି। ଶ୍ରୀଲଙ୍କା ସମୁଦ୍ର ତଟରେ ବେଆଇନ ଭାବେ ମାଛ ଧରିବା ଅଭିଯୋଗରେ ସେମାନଙ୍କୁ ଗିରଫ...

ନଓ୍ବାବ, ଅନିଲଙ୍କୁ ଭୋଟ ଦେବାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୯।୬: ଜେଲରେ ଥିବା ମହାରାଷ୍ଟ୍ରର ଦୁଇ ବିଧାୟକ ତଥା ମନ୍ତ୍ରୀ ନୱାବ ମଲ୍ଲିକ ଏବଂ ଅନିଲ ଦେଶମୁଖଙ୍କୁ ଗୁରୁବାର ଏକ ବଡ଼ ଝଟକା ଲାଗିଛି। ଜୁନ...

କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ

ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ସମାଲୋଚନା କରିଛନ୍ତି।...

ଜନସଂଖ୍ୟା ନେଇ ନୀତୀଶଙ୍କ ବିବାଦୀୟ ମନ୍ତବ୍ୟ, ପୁରୁଷ ଦାୟିତ୍ୱହୀନ-ମହିଳା ଅଶିକ୍ଷିତ …

ପାଟନା,୮।୧ : ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ବିହାରର ଜନସଂଖ୍ୟା ନିୟନ୍ତ୍ରଣକୁ ଆସିବ ନାହିଁ କାରଣ...

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ପୁଣି ଥରେ ଏମ୍ସ ଯାଇପାରନ୍ତି ଶାହ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଏବେ ସେ ଲାଇଫ୍‌ ସପୋର୍ଟରେ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ...

Advertisement
Archives

Model This Week