ଟ୍ରାଫିକ ନିୟମ ପାଳନ ନ କଲେ ଦେଖିବାକୁ ପଡ଼ିବ ୨ ଘଣ୍ଟିଆ ଫିଲ୍ମ

ଫରିଦାବାଦ୍‌, ୬।୮: ଟ୍ରାଫିକ୍‌ ନିୟମ ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ ହରିୟାଣାର ଫରିଦାବାଦ ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଜରିମାନା ଦେଇ ମଧ୍ୟ ଅମାନିଆ ସୁଧୁରୁ ନ ଥିବାରୁ ଏବେ ସେମାନଙ୍କୁ ପାନେ ଦେବାକୁ ଟ୍ରାଫିକ୍‌ ପୋଲିସ ଚିନ୍ତା କରିଛନ୍ତି। ଏଭଳି ଅମାନିଆଙ୍କୁ ଧରି କଣ୍ଟ୍ରୋଲ ରୁମ୍‌ରେ ଟ୍ରାଫିକ୍‌ ନିୟମ ସମ୍ପର୍କିତ ୨ ଘଣ୍ଟିଆ ଫିଲ୍ମ ଦେଖାଯିବ। ପୂରା ଫିଲ୍ମ ଦେଖିବା ପରେ ଅମାନିଆଙ୍କୁ ଛାଡ଼ି ଦିଆଯିବ। ଅମାନିଆଙ୍କୁ ୨ ଘଣ୍ଟା ଏଭଳି ରୋକା ଯିବା ପରେ ସେମାନେ ପରବର୍ତ୍ତୀ ସମୟରେ ଏଭଳି ଭୁଲ୍‌ ଦୋହରାଇବେ ନାହିଁ ବୋଲି ପୋଲିସ କମିଶନର ଓ.ପି. ସିଂ ସୂଚନା ଦେଇଛନ୍ତି। ଫରିଦାବାଦ୍‌ ପୋଲିସ ପକ୍ଷରୁ ଅମାନିଆଙ୍କ ଲାଗି କରାଯାଇଥିବା ଏହି ନୂଆ ଦଣ୍ଡ ବ୍ୟବସ୍ଥା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁରନାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri