ମାଲିକ ନ କଲେ ଆଣ୍ଟିଜେନ ଟେଷ୍ଟ, ସିଲ୍‌ ହେବ ଦୋକାନ

ଗଞ୍ଜାମ,୧୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ଗଞ୍ଜାମ ସହରରେ ଥିବା ସମସ୍ତ ଦୋକାନ ମାଲିକମାନେ ଆଣ୍ଟିଜେନ ଟେଷ୍ଟ କରିବା ନିମନ୍ତେ ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ ପରାମର୍ଶ ଦେଇଛନ୍ତି l ଯଦି କୌଣସି ଦୋକାନୀ ନିଜର ଆଣ୍ଟିଜେନ ଟେଷ୍ଟ ନ କରନ୍ତି ତେବେ ଉକ୍ତ ଦୋକାନ ସିଲ କରାଯିବ ବୋଲି ଜିଲାପାଳଙ୍କ ନିର୍ଦ୍ଦେଶ ଥିବା ତହସିଲଦାର କହିଛନ୍ତି l ଏଥିସହ କିଛି ଜରୁରୀ କାମ ନ ଥିଲେ ଘରୁ ବାହାରନ୍ତୁ ନାହିଁ, ଯିବା ସମୟରେ ମାକ୍ସ ପିନ୍ଧିବେ ଓ ସାମାଜିକ ଦୂରତା ରଖିବାକୁ ଗଣମାଧ୍ୟମ ଜରିଆରେ ତହସିଲଦାର ସୂଚନା ଦେଇଛନ୍ତି l
ସୂଚନା ଯୋଗ୍ୟ ଗତକାଲି ୧୦୦ ଜଣଙ୍କ ଆଣ୍ଟିଜେନ ଟେଷ୍ଟ ହୋଇଥିଲା l ସେଥିରୁ ୩ ଜଣ କରୋନା ପଜିଟିଭ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ଜଳ ଯୋଗୁ ବ୍ୟାପୁଛି ଝାଡ଼ାବାନ୍ତି: ୩ ମୃତ, ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ବସ୍ତା,୨୧।୮(ସ୍ବ.ପ୍ର.): ଲଗାଣବର୍ଷା ପରେ ବାଲେଶ୍ୱର ଜିଲାର ବସ୍ତା ଏବଂ ରେମୁଣା ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ନାଳ ପୋଖରୀରୁ ଲୋକେ ଦୂଷିତ ଜଳକୁ ପାନୀୟ...

୯ରେ କୋର୍ଟରେ ହାଜର ହେବେ ସୁମିତ୍‌ -ତପସ୍ବିନୀ

ବ୍ରହ୍ମପୁର ଅଫିସ,୩୧।୩: ଡାକ୍ତର ସୁମିତ୍‌ ସାହୁ-ତପସ୍ବିନୀ ଦାସଙ୍କ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଆସନ୍ତା ୯ ତାରିଖରେ ହାଜର ହେବା ଲାଗି ସ୍ତ୍ରୀ-ସ୍ବାମୀଙ୍କୁ ହାଇକୋର୍ଟ...

ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ

ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ...

ବିବାହ କାର୍ଯ୍ୟରୁ ଫେରୁଥିବା କାର୍‌ ଦୁର୍ଘଟଣାଗସ୍ତ

ପାପଡାହାଣ୍ଡି,୧।୫(ଡି.ଏନ୍‌.ଏ.): ବିବାହ କାର୍ଯ୍ୟରେ ଯୋଗ ଦେଇ ଫେରୁଥିବା ଏକ କାର୍‌ ନବରଙ୍ଗପୁର ଜଲା ପାପଡାହାଣ୍ଡି ବ୍ଲକ  ତୁମ୍ବର୍ଲା ଫାଣ୍ଡି ନିକଟରେ ବୁଧବାର ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ...

ଚାହିଦା ମେଣ୍ଟାଇପାରୁନି ଚିଲିକା ମାଛ: ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ

ଚିଲିକା, ୧୨।୧୦(ଡି.ଏନ.ଏ.): ଚିଲିକା ଉପରେ ପେଟପାଟଣା ପାଇଁ ନିର୍ଭରଶୀଳ ୨ ଲକ୍ଷ ମତ୍ସ୍ୟଜୀବୀ ଏବେ ଚିନ୍ତାରେ ପଡିଛନ୍ତି। ଚିଲିକାକୁ ଭାତହାଣ୍ଡି ମନେକରି କୌଳିକ ବୃତ୍ତି ଭାବେ...

ଜୀବନ ଚାଲିଗଲା, ହେଲେ ଆବାସ ଯୋଜନାରେ ଅଗସ୍ତିଙ୍କୁ ମିଳିଲାନି ଘର

କେସିଙ୍ଗା,୧୫।୮(ଡି.ଏନ୍‌.ଏ.): ଜୀବନ ଚାଲିଗଲା ସିନା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ମିଳିପାରିଲା ନାହିଁ। ଶେଷରେ ପଞ୍ଚାୟତ କାର୍ଯ୍ୟାଳୟ ବାରଣ୍ଡା ହିଁ ତାଙ୍କର ଶେଷ ଠିକଣା...

୧.୩୧ ଲକ୍ଷ ଟଙ୍କା ସହାୟତା

ଢେଙ୍କାନାଳ ଅଫିସ,୬।୫ – ଢେଙ୍କାନାଳ ସଦର ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୧ହଜାର ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରାଯାଇଛି।...

ଫ୍ଲୋରାଇଡଯୁକ୍ତ ପାଣିରେ ବଞ୍ଚୁଛି ଜୀବନ

ତରବୋଡ/ନୂଆପଡା ଅଫିସ, ୧୦।୨ (ଡି.ଏନ.ଏ.): ନୂଆପଡା ଜିଲା ଆଦିବାସୀ ଅଧ୍ୟୁଷିତ ଦର୍ଲିପଡା ଗ୍ରାମପଞ୍ଚାୟତରେ ଗ୍ରୀଷ୍ମ ପୂର୍ବରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଗ୍ରାମରେ...

Advertisement
Archives

Model This Week