୧୦ ଲକ୍ଷ ନ ଦେଲେ ପୁଅ କଥା ଭୁଲିଯାଅ

ବରଗଡ଼ ଅଫିସ୍‌,୨।୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଜଣେ ଶିଶୁପୁତ୍ର(୫ବର୍ଷ)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁଟି ଖେଳୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି।

ତେବେ ଅପହୃତ ଶିଶୁ ବରଗଡ଼ ସିମେଣ୍ଟ କାରଖାନାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କ ପୁଅ ହୋଇଥିବା ଯୋଗୁ ଘଟଣାଟି ଚର୍ଚ୍ଚାର ବିଷୟ ହୋଇଛି। ତେବେ ଏ ସମ୍ପର୍କରେ ବରଗଡ଼ ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀଙ୍କ ପଚାରିବାରୁ ସେଭଳି ଏକ ଖବର ମିଳିଛି। ପୋଲିସ ଘଟଣାର ଅନୁସନ୍ଧାନ ଜାରି ରଖିଛି ବୋଲି କହିଛନ୍ତି । ଅନ୍ୟପକ୍ଷେ ଘଟଣାସ୍ଥଳରୁ ଏକ ଇଂଲିଶରେ ଲେଖାଥିବା ଏକ ଚିଠି ଜବତ ହୋଇଛି। ଏଥିରେ ଦୁର୍ବୃତ୍ତମାନେ ୧୦ ଲକ୍ଷ ଟଙ୍କା ଦେଲେ ପରିବାର ଲୋକେ ପୁଅଙ୍କୁ ସୁରକ୍ଷିତ ଭାବେ ଫେରି ପାଇବେ ବୋଲି ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri