Posted inଫୁରସତ

କାଉଙ୍କୁ ଖାଇବାକୁ ଦେଲେ କଟିଯିବ ଏସବୁ ଗ୍ରହ ଦୋଷ , ଜାଣନ୍ତୁ…

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ପ୍ରତ୍ୟେକ ଗ୍ରହର ସମ୍ବନ୍ଧ କୌଣସି ନା କୌଣସି ପ୍ରାଣୀଙ୍କ ସହିତ ରହିଥାଏ। ଫଳରେ ସେହି ପ୍ରାଣୀମାନଙ୍କର ସେବା କଲେ, ସେମାନଙ୍କୁ ଖାଇବାକୁ ଦେଲେ ଅନେକ ସୁଫଳ ମିଳେ।
ଯେମିତି କି:
* ରାହୁ ଦୋଷ ଥିଲେ ମାନସିକ ଚାପ, ସନ୍ଦେହ ବୃଦ୍ଧି ସହ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱ ଉପୁଜିଥାଏ। ଏଥିରୁ ମୁକ୍ତି ପାଇବାକୁ କୁକୁରଙ୍କ ଯତ୍ନ ନେବା ସହ ସେମାନଙ୍କୁ ଖାଇବାକୁ ଦେଲେ ଉପକାର ମିଳିଥାଏ ବୋଲି ବିଶ୍ୱାସ ରହିଛି।
* କେତୁ ଦୋଷରୁ ରକ୍ଷା ପାଇବାକୁ ବିଲେଇଙ୍କର ଯତ୍ନ ନେବା ଶୁଭ ହୋଇଥାଏ।
* କାର୍ଯ୍ୟରେ ବାରମ୍ବାର ବାଧା ଉପୁଜିବା, ସ୍ବାସ୍ଥ୍ୟ ସମସ୍ୟା, ଆର୍ଥିକ ସମସ୍ୟା ହେଉଥିଲେ ଶନି ଦୋଷ ଥାଏ ବୋଲି ବିଶ୍ୱାସ କରାଯାଏ। ଏଥିପାଇଁ ନିୟମିତ କାଉଙ୍କୁ ରୁଟି, ଚାଉଳ ଖାଇବାକୁ ଦେବା ଉତ୍ତମ ହୋଇଥାଏ।
* ବୃହସ୍ପତି ଦୋଷ ଥିଲେ ମାନସମ୍ମାନ, ପ୍ରତିଷ୍ଠା, ଧନ, ଜ୍ଞାନ ଆଦି କ୍ଷୁଣ୍ଣ ହୋଇଥାଏ। ଏଥିପାଇଁ ମାଛଙ୍କୁ ଦାନା ଅବା ଅଟାର ଛୋଟ ଛୋଟ ଗୁଳା କରି ଖାଇବାକୁ ଦେବା ଶୁଭ ହୋଇଥାଏ।
* ଉପସ୍ଥିତ ବୁଦ୍ଧି ଓ ବାକ୍‌ ସଂଯମତାର ଅଭାବ, ବ୍ୟବସାୟରେ କ୍ଷତି, ସମ୍ପର୍କ ହାନି ଆଦି ବୁଧ ଗ୍ରହର ଖରାପ ଚଳନ ଯୋଗୁ ଉପୁଜିଥାଏ। ଏଥିରୁ ମୁକ୍ତି ପାଇଁ ପକ୍ଷୀମାନଙ୍କ ସକାଶେ ଖାଦ୍ୟ-ପାନୀୟର ବ୍ୟବସ୍ଥା କରିବା ଏକ ବିକଳ୍ପ ହୋଇଥାଏ।
* ସୂର୍ଯ୍ୟଙ୍କଠାରୁ ଶନିଙ୍କ ପର୍ଯ୍ୟନ୍ତ ସମସ୍ତଙ୍କର ଶୁଭ ଦୃଷ୍ଟି ପାଇଁ ଗୋମାତାଙ୍କର ସେବା କରିବା ଏକ ଉତ୍ତମ ଲକ୍ଷଣ ହୋଇଥାଏ।
* ମଙ୍ଗଳ ଦୋଷ କଟାଇବା ପାଇଁ ପିମ୍ପୁଡିଙ୍କୁ ଅଟା ହେଉ ଅବା ମିଠା ଜାତୀୟ ଖାଦ୍ୟ ଖାଇବାକୁ ଦେବା ଶୁଭ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri