ଶରୀରରେ ଏସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ଯାଆନ୍ତୁ ହସ୍ପିଟାଲ, ନଚେତ୍‌…

ଭାରତରେ କରୋନା ମହାମାରୀ ଦ୍ରୁତ ଗତିରେ ମାଡ଼ିଚାଲିଛି। ଦେଶରେ ପ୍ରତିଦିନ ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଫଳରେ ହସ୍ପିଟାଲରେ ବେଡ୍‌, ଅକ୍ସିଜେନ ଏବଂ ଔଷଧର ଅଭାବ ପରିଲକ୍ଷିତ ହେଉଛି। ଏହି ସମୟରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କରୋନାର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଲେ ହସ୍ପିଟାଲ ନ ଆସି ହୋମ୍‌ ଆଇସୋଲେଶନ୍‌ରେ ରହି ଚିକିତ୍ସିତ ହେବାକୁ ପରାମର୍ଶ ଦେଉଛନ୍ତି। ଏଥିପାଇଁ ଘରେ ରହୁଥିବା ଲୋକଙ୍କଠାରେ କିଛି ସ୍ବତନ୍ତ୍ର ଲକ୍ଷଣ ଚିହ୍ନଟ କରିବା ଜରୁରୀ ଅଟେ।

ନୂଆଦିଲ୍ଲୀସ୍ଥିତ ଏମ୍ସର ଡାକ୍ତର ରଣଦୀପ ଗୁଲେରିଆଙ୍କ କିଛି ବିଶେଷ କଥାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟୁଇଟ୍‌ର ପେଜ୍‌ରେ ଶେୟାର କରାଯାଇଛି। ଏଥିରେ ଲୋକଙ୍କୁ ନିବେଦନ କରାଯାଇଛି ଯେ, ହସ୍ପିଟାଲ ଦୌଡ଼ିବା ପରିବର୍ତ୍ତେ ପ୍ରଥମେ ରୋଗ ଚିହ୍ନଟ କର। ଆବଶ୍ୟକ ସମୟରେ ଡାକ୍ତରଖାନା ଯାଅ।

ଗୁଲେରିଆ କହିଛନ୍ତି, ଲୋକେ ପ୍ରଥମେ କରୋନାର ଲକ୍ଷଣ ବିଷୟରେ ଜାଣିବା ଦରକାର। ଯଦିଓ ଆପଣ ହୋମ୍‌ ଆଇସୋଲେଶନ୍‌ରେ ରହିଛନ୍ତି ତେବେ ନିରନ୍ତର ଭାବେ ଡାକ୍ତରଙ୍କ ସମ୍ପର୍କରେ ରୁହନ୍ତୁ। ପ୍ରତି ରାଜ୍ୟରେ ହେଲ୍‌ପଲାଇନ୍‌ ସୁବିଧା ଦିଆଯାଇଛି। ଚାହିଁଲେ ରୋଗୀଙ୍କ ସହ ସକାଳେ ଆଉ ସନ୍ଧ୍ୟାରେ କଥା ହୋଇପାରିବେ।

ସେ କହିଛନ୍ତି, ଯଦି ଆପଣଙ୍କୁ ଖୁବ୍‌ ଜୋର୍‌ରେ ଜ୍ୱର ଆସୁଥାଏ, ଛାତି ଦରଜ ହୁଏ, ନିଃଶ୍ୱାସ ନେବାରେ କଷ୍ଟହୁଏ ତେବେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ପରେ ହସ୍ପିଟାଲ ଆସନ୍ତୁ। ଏହି ପରିସ୍ଥିତିରେ ରୋଗୀଙ୍କୁ ଘରେ ରଖିବା ଆଦୌ ଠିକ୍‌ ନୁହେଁ। ଠିକ୍‌ ସମୟରେ ରୋଗୀଙ୍କୁ ଔଷଧ ଦେଲେ ସ୍ବାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri