ଶରୀରରେ ଏସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ଯାଆନ୍ତୁ ହସ୍ପିଟାଲ, ନଚେତ୍‌…

ଭାରତରେ କରୋନା ମହାମାରୀ ଦ୍ରୁତ ଗତିରେ ମାଡ଼ିଚାଲିଛି। ଦେଶରେ ପ୍ରତିଦିନ ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଫଳରେ ହସ୍ପିଟାଲରେ ବେଡ୍‌, ଅକ୍ସିଜେନ ଏବଂ ଔଷଧର ଅଭାବ ପରିଲକ୍ଷିତ ହେଉଛି। ଏହି ସମୟରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କରୋନାର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଲେ ହସ୍ପିଟାଲ ନ ଆସି ହୋମ୍‌ ଆଇସୋଲେଶନ୍‌ରେ ରହି ଚିକିତ୍ସିତ ହେବାକୁ ପରାମର୍ଶ ଦେଉଛନ୍ତି। ଏଥିପାଇଁ ଘରେ ରହୁଥିବା ଲୋକଙ୍କଠାରେ କିଛି ସ୍ବତନ୍ତ୍ର ଲକ୍ଷଣ ଚିହ୍ନଟ କରିବା ଜରୁରୀ ଅଟେ।

ନୂଆଦିଲ୍ଲୀସ୍ଥିତ ଏମ୍ସର ଡାକ୍ତର ରଣଦୀପ ଗୁଲେରିଆଙ୍କ କିଛି ବିଶେଷ କଥାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟୁଇଟ୍‌ର ପେଜ୍‌ରେ ଶେୟାର କରାଯାଇଛି। ଏଥିରେ ଲୋକଙ୍କୁ ନିବେଦନ କରାଯାଇଛି ଯେ, ହସ୍ପିଟାଲ ଦୌଡ଼ିବା ପରିବର୍ତ୍ତେ ପ୍ରଥମେ ରୋଗ ଚିହ୍ନଟ କର। ଆବଶ୍ୟକ ସମୟରେ ଡାକ୍ତରଖାନା ଯାଅ।

ଗୁଲେରିଆ କହିଛନ୍ତି, ଲୋକେ ପ୍ରଥମେ କରୋନାର ଲକ୍ଷଣ ବିଷୟରେ ଜାଣିବା ଦରକାର। ଯଦିଓ ଆପଣ ହୋମ୍‌ ଆଇସୋଲେଶନ୍‌ରେ ରହିଛନ୍ତି ତେବେ ନିରନ୍ତର ଭାବେ ଡାକ୍ତରଙ୍କ ସମ୍ପର୍କରେ ରୁହନ୍ତୁ। ପ୍ରତି ରାଜ୍ୟରେ ହେଲ୍‌ପଲାଇନ୍‌ ସୁବିଧା ଦିଆଯାଇଛି। ଚାହିଁଲେ ରୋଗୀଙ୍କ ସହ ସକାଳେ ଆଉ ସନ୍ଧ୍ୟାରେ କଥା ହୋଇପାରିବେ।

ସେ କହିଛନ୍ତି, ଯଦି ଆପଣଙ୍କୁ ଖୁବ୍‌ ଜୋର୍‌ରେ ଜ୍ୱର ଆସୁଥାଏ, ଛାତି ଦରଜ ହୁଏ, ନିଃଶ୍ୱାସ ନେବାରେ କଷ୍ଟହୁଏ ତେବେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ପରେ ହସ୍ପିଟାଲ ଆସନ୍ତୁ। ଏହି ପରିସ୍ଥିତିରେ ରୋଗୀଙ୍କୁ ଘରେ ରଖିବା ଆଦୌ ଠିକ୍‌ ନୁହେଁ। ଠିକ୍‌ ସମୟରେ ରୋଗୀଙ୍କୁ ଔଷଧ ଦେଲେ ସ୍ବାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?