ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି ସମସ୍ୟା ରହିଛି, ତେବେ ଅଧିକ ସତର୍କ ରହିବା ଜରୁରୀ। ଏ ନେଇ ପ୍ରଥମେ ନିଜ ଜୀବନଶୈଳୀ ପ୍ରତି ଧ୍ୟାନ ଦିଅନ୍ତୁ। ସବୁବେଳେ ଏକ ବ୍ୟବସ୍ଥିତ ଜୀବନଶୈଳୀ ଆପଣାନ୍ତୁ। ଠିକ୍‌ ସମୟରେ ଖାଦ୍ୟ ଖାଇବା ସହ ଆବଶ୍ୟକ ମୁତାବକ ପାଣି ପିଅନ୍ତୁ। ଡାଇବେଟିସ୍‌କୁ ସନ୍ତୁଳିତ ରଖିବା ଲାଗି ଯେଉଁ କଥା ପ୍ରତି ପ୍ରଥମେ ଧ୍ୟାନ ଦେବା ଦରକାର, ତାହା ହେଲା ଖାଦ୍ୟପେୟ। ଡାକ୍ତରଙ୍କ ପରାମର୍ଶ ଅନୁସାରେ ଖାଦ୍ୟ ଖାଆନ୍ତୁ। ତା’ସହ ଠିକ୍‌ ସମୟରେ ଔଷଧ ଖାଆନ୍ତୁ। ନିୟମିତ ସମୟ ବ୍ୟବଧାନରେ ରକ୍ତରେ ସୁଗାର କେତେ ପରିମାଣରେ ଅଛି ଏବଂ ଡାକ୍ତର ପ୍ରେସ୍‌କ୍ରିପ୍‌ସନରେ ଉଲ୍ଲେଖ କରିଥିବା ଆନୁଷଙ୍ଗିକ ପାଥୋଲୋଜିକାଲ ପରୀକ୍ଷା କରାଇ ନେବାକୁ ଭୁଲନ୍ତୁ ନାହିଁ। ଯଦି ଆପଣଙ୍କର ବ୍ଲଡପ୍ରେସର ବା ରକ୍ତଚାପ ଅଛି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। ନିୟମିତ ଔଷଧ ଖାଆନ୍ତୁ। ଯଦି କିଛି ସମସ୍ୟା ଅନୁଭବ କରୁଛନ୍ତି, ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। କାରଣ ରକ୍ତଚାପ ଦୀର୍ଘଦିନ ଧରି ଏପଟସେପଟ ରହିଲେ ତାହାର ପ୍ରଭାବ ହାର୍ଟ ଏବଂ ମସ୍ତିଷ୍କ ଉପରେ ପଡ଼ିଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri