ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ। ଏହାବ୍ୟତୀତ ପରିସ୍ରାରେ ସୁଗାର କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଇ ନିଅନ୍ତୁ।
ଡାଇବେଟିସ୍‌ ସମସ୍ୟା ଥିଲେ ପ୍ରତିବର୍ଷ ଆଉ କେତେକ ଆନୁଷଙ୍ଗିକ ପରୀକ୍ଷା କରାଇ ନେବା ଦରକାର। କିଡ୍‌ନୀ, ହାର୍ଟ ଏବଂ ଦୃଷ୍ଟିଶକ୍ତି କିପରି ରହୁଛି ତାହା ପରୀକ୍ଷା କରାଇ ନିଅନ୍ତୁ। ଏହାବ୍ୟତୀତ ରକ୍ତରେ କୋଲେଷ୍ଟରଲ ପରିମାଣ ମାପିବାକୁ ଭୁଲନ୍ତୁ ନାହିଁ।
ଏଭଳି ସମସ୍ୟା ରହିଲେ ନିୟମିତ ଔଷଧ ଖାଇବାକୁ ପଡ଼ିଥାଏ। ତେଣୁ ଡାକ୍ତର ପ୍ରେସକ୍ରିପ୍‌ସନରେ ଯେଭଳି ଔଷଧ ଖାଇବାକୁ ଉଲ୍ଲେଖ କରିଛନ୍ତି ତାହାକୁ ଅନୁସରଣ କରନ୍ତୁ। ମନକୁ ମନ ଏହି ଔଷଧ ବନ୍ଦ କରନ୍ତୁ ନାହିଁ।
ଜଣେ ଡାଇବେଟିସ୍‌ ରୋଗୀ ନିଜର ଦୈନନ୍ଦିନ ଜୀବନଶୈଳୀରେ ବ୍ୟାୟାମ ସାମିଲ କରିବା ନିହାତି ଦରକାର। ସକାଳୁ ଯେମିତି ହେଲେ ଅଧ ଘଣ୍ଟାଏ ଚାଲନ୍ତୁ।
ଉପରୋକ୍ତ ବିଷୟ ବ୍ୟତୀତ ନିଜର ଖାଦ୍ୟପେୟ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ। ନିଶାଦ୍ରବ୍ୟ ସେବନଠାରୁ ନିଜକୁ ଦୂରେଇ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri