ଲକ୍ଷଣହୀନ ଘରେ ରହି ଚିକିତ୍ସିତ ହୁଅନ୍ତୁ, ୧୦ ଦିନରେ ହେବେ ସୁସ୍ଥ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଲକ୍ଷଣ ନ ଥିବା ରୋଗୀ ନିଜ ଘରେ ରହି ଚିକିତ୍ସିତ ହୁଅନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକେ ଘରେ ରହି ଚିକିତ୍ସିତ ହୋଇପାରିବେ। ଘରେ ରହିବା ବ୍ୟବସ୍ଥା ଥିଲେ, ଘରେ ରହି ଚିକିତ୍ସିତ ହୁଅନ୍ତୁ। ୧୦ ଦିନରେ ଭଲ ହୋଇଯିବେ। ଲକ୍ଷଣହୀନ ଘରେ ରହି ଚିକିତ୍ସିତ ହେଲେ ମେଡିକାଲରୁ ବୋଝ କମିବ ବୋଲି ଗୁରୁବାର ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...

ବଂଶଧାରା ଜଳ ବିବାଦର ଯୁଗ୍ମ ସର୍ଭେକୁ ଓଡ଼ିଶାର ନା: ୩ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ କେନ୍ଦ୍ର, ଆନ୍ଧ୍ରକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଦ୍ୱାରା ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରାଡି ବ୍ୟାରେଜର ମିଳିତ ସର୍ଭେ ନ କରିବାକୁ ଓଡ଼ିଶା ସରକାର କରିଥିବା ଆବେଦନର ଶୁଣାଣି...

ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍‌ ୧୦ରେ ହୋଇଥିଲା। ତାହା...

ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର

ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍‌. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ...

ଜିଦ୍‌ରେ ଅଟଳ ଉଭୟ ନିଯୋଗ

ପୁରୀ ଅଫିସ,୧।୨: ପୌଷ ପୂର୍ଣ୍ଣିମାରେ ଗୁରୁବାର ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ନୀତି ୫ଘଣ୍ଟା ବିଳମ୍ବ ହୋଇଥିଲା। ଏହାର କାରଣ ଖୋଜିବା ସହ ସମାଧାନ...

ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ...

ଏସ୍‌ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ...

ହେତୁବାଦୀ, ପରମ୍ପରାବାଦୀ ପିଟାପିଟି

ବ୍ରହ୍ମପୁର ଅଫିସ,୯ା୧୧: ବ୍ରହ୍ମପୁର ସହର ହନୁମାନ ବଜାର ଛକରେ ହେତୁବାଦୀ ସଂଗଠନ ପକ୍ଷରୁ ମଙ୍ଗଳବାର ଚନ୍ଦ୍ର ଗ୍ରହଣ ଯୋଗୁ ଏକ ସଭା ଓ ସାମୂହିକ ଭୋଜନ...

Advertisement
Archives

Model This Week