ଥାଇରଏଡ୍‌ ସମସ୍ୟା ଥିଲେ ଖାଆନ୍ତୁ ଏସବୁ

ଅଧିକାଂଶ ଲୋକଙ୍କଠାରେ ବର୍ତ୍ତମାନ ଥାଇରଏଡ୍‌ ସମସ୍ୟା ଦେଖାଦେଉଛି। ମାନସିକ ଦୁଃଶ୍ଚିନ୍ତା, ଖାଦ୍ୟରେ ଆୟୋଡିନ୍‌ ମାତ୍ରା କମ୍‌ କିମ୍ବା ଅଧିକ ହେଲେ ଏହି ସମସ୍ୟା ଦେଖାଦେଇଥାଏ। ଏହା ବଂଶାନୁଗତ ମଧ୍ୟ ହୋଇପାରେ। ପୁରୁଷମାନଙ୍କ ତୁଳନାରେ ମହିଳାମାନଙ୍କଠାରେ ଥାଇରଏଡ୍‌ ସମସ୍ୟା ଅଧିକ ଦେଖା ଦେଇଥାଏ। ତେବେ ଏହି ରୋଗୀମାନେ କେଉଁ ପ୍ରକାର ଖାଦ୍ୟ ଖାଇବା ଉଚିତ୍‌/ଅନୁଚିତ ସେଥିପ୍ରତି ଧ୍ୟାନ ଦିଅନ୍ତୁ।
ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ ଅନୁଯାୟୀ, ଥାଇରଏଡ୍‌ ରୋଗୀମାନେ ନିୟମିତ ଗୋଟିଏ ଗ୍ଲାସ କ୍ଷୀର ପିଇବା ସହିତ କିଛି ଅଦା, ରସୁଣ, ପିଆଜ ଖାଦ୍ୟରେ ସାମିଲ୍‌ କରିବା ଉଚିତ୍‌। ନିୟମିତ ଖେଚୁଡ଼ି ମଧ୍ୟ ଏହି ରୋଗୀଙ୍କ ପାଇଁ ବହୁ ଉପକାରୀ। ନଡ଼ିଆ ତେଲରେ ରୋଷେଇ କରି ଖାଇବା ଉଚିତ୍‌। ପ୍ରତିଦିନ ସକାଳେ ୧୦ରୁ ୧୫ ମିନିଟ୍‌ କଅଁଳ ଖରାରେ ରହିବା ଥାଇରଏଡ୍‌ ରୋଗୀଙ୍କ ପାଇଁ ନିହାତି ଜରୁରୀ।
ସେହିପରି ଅଧିକ ଥଣ୍ଡା ପାନୀୟ ଗ୍ରହଣ କରିବା ଅନୁଚିତ। ଫୁଲକୋବି, ବନ୍ଧାକୋବି, ମୂଳା, ବିଟ୍‌, ଛେଳି ମାଂସ ଅଧିକ ପରିମାଣରେ ଖାଇଲେ ଥାଇରଏଡ୍‌ ସମସ୍ୟା ଆହୁରି ବଢ଼ିଯାଏ। ରାଗ, ମସଲା ଜାତୀୟ ଖାଦ୍ୟଠାରୁ ଦୂରେଇ ରହିବା ଉଚିତ୍‌। ଦହି ଖାଇବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମଧ୍ୟ ବାରଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଖର ରଙ୍ଗରୁ ବି ଜାଣିହେବ ଏସବୁ ସମସ୍ୟା…

ନଖର ରଙ୍ଗରୁ ଶରୀରରେ କେଉଁ ରୋଗ ହୋଇଛି ଅବା କେଉଁ ଅଙ୍ଗ ସ୍ବାଭାବିକ ଭାବେ କାର୍ଯ୍ୟ କରୁ ନାହିଁ ତାହା ସହଜରେ ଜଣାପଡ଼ିଥାଏ। ବିଭିନ୍ନ ରୋଗ...

ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରେ ଗାଜର ଜୁସ୍‌

ନିୟମିତ ରୂପେ ଗାଜର ଜୁସ୍‌ ସେବନ କଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଗାଜରରେ ଭରପୂର୍‌ ମାତ୍ରାରେ କ୍ୟାଲ୍‌ସିୟମ୍‌, ଫାଇବର୍‌, ଭିଟାମିନ୍‌ ଏ, ବି,...

ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ଉପଶମ ସହିତ କିଡ୍‌ନୀ ଏବଂ ଲିଭର ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ପାଣିରୁ ଗ୍ଲାସେ…

ପ୍ରତିଦିନ ସକାଳେ ହଳଦି ପାଣି ପିଇଲେ ବହୁ ଫାଇଦା ମିଳିଥାଏ । ହଳଦି ପାଣିରେ କରକ୍ୟୁମିନ୍‌ ଅଧିକ ଥିବାରୁ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଉପଶମ କରିବାରେ ଏହା...

ଶୁଖିଲା କାଶ ହେଉଥିଲେ

ବର୍ତ୍ତମାନ ଅଧିକାଂଶଙ୍କଠାରେ ଦେଖାଦେଉଛି ଜ୍ୱର ଏବଂ ଥଣ୍ଡା ସମସ୍ୟା। ଏହା ପରେ ଲାଗିରହୁଛି ଦୀର୍ଘଦିନ ଧରି କାଶ । ଏଥିପାଇଁ ଡାକ୍ତରଙ୍କ ପାଖକୁ ଯିବା ଏବଂ...

ଉପକାରୀ ଉଷୁମ ପାଣି

ଉଷୁମ ପାଣିରେ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ସକାଳୁ ଖାଲି ପେଟରେ ଉଷୁମ ପାଣି ପିଅନ୍ତୁ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ହିତକର ସାବ୍ୟସ୍ତ...

ଖାଦ୍ୟରେ ପ୍ରତିଦିନ ସାମିଲ କରନ୍ତୁ ମାଛ: ନହେଲେ କମିପାରେ ଆୟୁଷ

ଖାଦ୍ୟରେ ଓମେଗା-୩ ତେଲର ଅଭାବ ଜଣେ ବ୍ୟକ୍ତିର ଆୟୁଷକୁ କମ କରିପାରେ। ସିଗାରେଟ ଟାଣିବାଠାରୁ ମଧ୍ୟ ଏହା ଅଧିକ ବିପଜ୍ଜନକ ହୋଇପାରେ। ଏକ ନୂତନ ଅଧ୍ୟୟନରେ...

ଆଜ୍‌ମାରୁ ମୁକ୍ତି ପାଇଁ ଘରୋଇ ଉପଚାର

ଶୀତଦିନେ ଥଣ୍ଡାର ପ୍ରକୋପ ଯୋଗୁ ଆଜ୍‌ମା ରୋଗୀଙ୍କ ଅବସ୍ଥା ଅଧିକ ଖରାପ ହୋଇଯାଏ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଅଳ୍ପ ପରିଶ୍ରମ କରିବା...

ଜିନୀୟ ସମ୍ପାଦନା ଉପକରଣ

ସଜୀବର ଜୀବନଶୈଳୀ ନିର୍ଭର କରିଥାଏ ତା’ ଜିନ୍‌ ଉପରେ। ଏଥିରେ ହିଁ ଲିପିବଦ୍ଧ ହୋଇଥାଏ ତାହାର ମାନଚିତ୍ର। ଏହାର ସଂରଚନାରେ ତାରତମ୍ୟ ସେ ପ୍ରତ୍ୟେକଙ୍କୁ ଅନ୍ୟଠାରୁ...

Advertisement
Archives

Model This Week