ଏହି ୪ ପ୍ରକୃତିର ଲୋକଙ୍କ ସହ ମିଶିଲେ ହୋଇଯିବେ ବରବାଦ; ସର୍ପଠାରୁ ବି ଏମାନେ ଭୟଙ୍କର…

ଜଣେ ମହାନ ରାଜନେତା ଭାବରେ ବିବେଚିତ ହୋଇଥିବା ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ସେଥିରୁ ଗୋଟିଏ ଶ୍ଳୋକରେ ଜଣେ ବ୍ୟକ୍ତି କିଭଳି ଏବଂ କେଉଁ ପରିସ୍ଥିତିରେ ନଷ୍ଟ ହୋଇଯାଏ ବୋଲି ସେ କହିଛନ୍ତି। ଏଥିସହ ସେ ଏପରି ଜଣେ ବ୍ୟକ୍ତିଙ୍କ ବିଷୟରେ କହିଛନ୍ତି ଯିଏ ସାପ ଅପେକ୍ଷା ଅଧିକ ବିପଦଜନକ। ଆସନ୍ତୁ ଜାଣିବା…

ମନୁଷ୍ୟକୁ କୁକର୍ମ ବିଷୟରେ ସଚେତନ କରି ଚାଣକ୍ୟ କୁହନ୍ତି, ଦୂରାଚାରି ବ୍ୟକ୍ତି, ଦୁଷ୍ଟ ସ୍ବଭାବ ଥିବା ମନୁଷ୍ୟ, ବିନା କାରଣରେ ଅନ୍ୟର କ୍ଷତି ଘଟାଉଥିବା ବ୍ୟକ୍ତି ଏବଂ ଦୁଷ୍ଟ ବ୍ୟକ୍ତିଙ୍କ ସହିତ ବନ୍ଧୁତା ରଖୁଥିବା ବ୍ୟକ୍ତି ଯେତେ ଶ୍ରେଷ୍ଠ ହୋଇ ଥାଉ ନା କାହିଁକି ସେ ଶୀଘ୍ର ଖରାପ ହୋଇଯାଏ। କାରଣ କୁସଙ୍ଗରେ ରହିବାର ପ୍ରଭାବ ନିଶ୍ଚିତ ପଡ଼ିଥାଏ। ଜ୍ଞାନୀ ବ୍ୟକ୍ତି ଦୁର୍ଜନଠାରୁ ଦୂରରେ ରହିବା ଉଚିତ। କାରଣ ମସ୍ତକରେ ମଣି ଥିଲେ ସୁଦ୍ଧା ସର୍ପ ବିପଦଜନକ।

ଚାଣକ୍ୟ କୁହନ୍ତି ଉଭୟ ସାପ ଏବଂ ଦୁଷ୍ଟ ଲୋକଙ୍କ ମଧ୍ୟରେ ସାପ ଭଲ। କାରଣ ସାପ ଥରେ କାମୁଡ଼େ କିନ୍ତୁ ଦୁଷ୍ଟମାନେ ସବୁବେଳେ କ୍ଷତି କରିବାକୁ ପ୍ରସ୍ତୁତ ରହିଥାଏ।

ଏହି କାରଣରୁ ସମସ୍ତେ ମନ୍ଦ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଉଚିତ। ଦୁଷ୍ଟ ଲୋକର ମୁହଁରେ ପ୍ରସନ୍ନତା ଥାଏ। ତାଙ୍କ ବାଣୀ ଚନ୍ଦନ ପରି ଥଣ୍ଡା କିନ୍ତୁ ତାଙ୍କ ମନ ଖରାପ ଭାବନାରେ ପୂର୍ଣ୍ଣ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ…

ମାର୍ଚ୍ଚ ୨୧ରୁ ଏହି ୭ ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ: ବୁଧ ଗ୍ରହ….

ପ୍ରତି ମାସରେ ବ୍ରହ୍ମାଣ୍ଡରେ ଗ୍ରହ ପରିବର୍ତ୍ତନ ଘଟେ, ଯାହା ଲୋକଙ୍କ ଜୀବନକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରେ। ଯେଉଁମାନେ ଜ୍ୟୋତିଷ ଶାସ୍ତ୍ରରେ ବିଶ୍ୱାସ କରନ୍ତି, ସେମାନେ ଏହି…

ଖରାଦିନେ ଫ୍ରିଜରେ ଥିବା ଥଣ୍ଡା ପାଣି ପିଉଛନ୍ତି କି? ଜାଣନ୍ତୁ ଶରୀର ଉପରେ କେଉଁ ପ୍ରଭାବ ପଡେ

ଗ୍ରୀଷ୍ମ ଋତୁରେ ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ପାଇଁ ସମସ୍ତେ ଇଚ୍ଛା ପ୍ରକାଶ କରିଥାନ୍ତି । କିନ୍ତୁ ଏହା ଶରୀର ଉପରେ ସକରାତ୍ମକ ବଦଳରେ ନକାରାତ୍ମକ…

ଶତଭିଷା ନକ୍ଷତ୍ରକୁ ଗୋଚର କଲେ ବୁଧ, ଏହି ୩ ରାଶିର ବଦଳିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ଏବଂ ବୁଦ୍ଧିର କାରକ ଭାବରେ ବିବେଚିତ ବୁଧ ଗ୍ରହ ଆଜି ନିଜର ପକ୍ଷ ପରିବର୍ତ୍ତନ କରିଛନ୍ତି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ,…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ହେଲେ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିବା ନିହାତି ଦରକାର। ନ ହେଲେ ଆମ ଶରୀର ଅଧିକାଂଶ ସମୟ ରୋଗାକ୍ରାନ୍ତ ରହିବାର ଆଶଙ୍କା ରହିଛି। ତେବେ…

ଯନ୍ତ୍ରଣା-ରଶ୍ମି

ଭଙ୍ଗାରୁଜା, ଜଳାପୋଡ଼ା କିମ୍ବା ଅନ୍ୟାନ୍ୟ ବିଶୃଙ୍ଖଳା ସୃଷ୍ଟି କରିବା ଉଦ୍ଦେଶ୍ୟରେ ମାଡ଼ି ଆସୁଥିବା ଜନତାଙ୍କୁ ନିୟନ୍ତ୍ରଣ କରିବା ପାଇଁ ଆଜି ପ୍ରଶାସନ ନିକଟରେ ଯେଉଁ କେତୋଟି ଅତି…

ଆଜି ଜାତୀୟ ଦନ୍ତ ଚିକିତ୍ସକ ଦିବସ, ଦାନ୍ତ ସୁରକ୍ଷା ପ୍ରତି ଯତ୍ନବାନ୍‌ ହେବା ଜରୁରୀ

ଦାନ୍ତ ଆମକୁ ଖାଦ୍ୟ ଚୋବାଇବାରେ ସାହାଯ୍ୟ କରିଥାଏ । ଏହା ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ। ଏହାର ଯଦି ଆମେ ଠିକ୍‌ ଭାବରେ ଯତ୍ନ ନ…

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri