ଏଣିକି ରାସ୍ତାରେ ବାଇକ୍‌ ପାର୍କିଂ କଲେ ଦେବେ ଜରିମାନା

ଖୋର୍ଦ୍ଧା ଅଫିସ,୯।୭: ଖୋର୍ଦ୍ଧା ସହରରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ରାସ୍ତାରେ ପାର୍କିଂ ଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏ ନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଣିକି ରାସ୍ତାରେ ବାଇକ୍‌ ପାର୍କିଂ କଲେ ଜରିମାନା ଆଦାୟ କରାଯିବ। ବଜାରକୁ ବାଇକ୍‌, କାର ଧରି ଆସୁଥିବା ବ୍ୟକ୍ତି ପୌରସଂସ୍ଥା ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳ ଯଥା ପୁରୁଣା ଓ ନୂଆ ବସଷ୍ଟାଣ୍ଡ, ପିଡବ୍ଲ୍ୟୁଡି ବଙ୍ଗଳା ପାଶର୍‌ବ, ଗୀତା ଭବନ ନିକଟ ପାର୍କିଂ ସ୍ଥାନରେ ରଖିବାକୁ ପୌର ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri