କାର୍‌ରେ କଳା କାଚ ଲଗାଇଲେ ଗଣିବେ ତଣ୍ଡ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜଧାନୀରେ କଳା କାଚ ଥିବା କାର୍‌ ଦେଖିଲେ ପୋଲିସ ନେବ ଜରିମାନା। ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏପରି ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। କାର୍‌ରେ ଯଦି କଳା କାଚ ଲାଗିଥାଏ, ତେବେ ମାଲିକ ୫୦୦ ଟଙ୍କା ତଣ୍ଡ ଗଣିବେ।

ଆଗାମୀ ଦିନରେ ଏହି ନିୟମକୁ ଆହୁରି କଡ଼ାକଡ଼ି କରାଯିବ। ପ୍ରତି ଛକରେ ଯାଞ୍ଚ କରାଯିବ। ଯଦି କୌଣସି ମାଲିକ ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଏପରି କରନ୍ତି ତେବେ ଆଗକୁ ଗାଡ଼ି ସିଜ୍‌ କରାଯିବ ବୋଲି ଟ୍ରାଫିକ୍‌ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ୪୦ ଡିଗ୍ରୀ ଉପରେ ୧୩ ସହର

ଭୁବନେଶ୍ୱର,୧୪ା୬(ବ୍ୟୁରୋ)- ସାରା ରାଜ୍ୟରେ ରଜ ପର୍ବକୁ ନେଇ ଧୁମ୍‌ ଚାଲିଥିବା ବେଳେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ମଙ୍ଗଳବାର ପହିଲି ରଜରେ ରାଜ୍ୟର...

ବିସ୍ଫୋରଣସ୍ଥଳରୁ ମିଳିଲା ମଣିଷ କଙ୍କାଳ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣର ତୃତୀୟ ଦିନରେ ତଦନ୍ତକୁ ତ୍ୱରାନ୍ବିତ କରାଯାଇଛି। କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି...

୧୮ଲକ୍ଷ ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ

ଝାରସୁଗୁଡା ଅଫିସ୍‌,୧୨।୭: ଜଣେ ଅବସରପ୍ରାପ୍ତ ଏମ୍‌ସିଏଲ୍‌ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧୮ଲକ୍ଷ ୨୫ହଜାର ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ ହୋଇଛନ୍ତି। ଅବସରପ୍ରାପ୍ତ ଏମ୍‌ସିଏଲ୍‌ କର୍ମଚାରୀଙ୍କ...

ଆଜି ବିଶ୍ୱ ପରିବେଶ ଦିବସ: ଥୁଣ୍ଟା ରାଜଧାନୀ, ଛାଇ ସ୍ବପ୍ନ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ।...

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର

ଭୁବନେଶ୍ୱର,୨୨।୨ (ବ୍ୟୁରୋ): ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବାକୁ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର। ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା...

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ...

ନୂଆ ଷ୍ଟାଇଲରେ ମାଲିକଙ୍କ ଆଖି ଆଗରେ ଲୁଟ୍‌

ଝାରସୁଗୁଡା ଅଫିସ୍‌,୪।୪: ନିଜକୁ ଆୟକର ବିଭାଗ ଅଧିକାରୀ ପରିଚୟ ଦେଇ ଝାରସୁଗୁଡା ସହରରେ ଥିବା ଓମ୍‌ ସାଇରାମ ଜୁଏଲେରୀରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌...

ପୁରୀ ସହକାରୀ ବନ ସଂରକ୍ଷକଙ୍କ ଅଫିସ୍‌ ସମେତ ଏସବୁ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ,୫।୮: ପୁରୀ ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ବାଇଁଙ୍କ ଘରେ ବୁଧବାର ବେଆଇନ୍‌ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଏକ...

Advertisement
Archives

Model This Week