Posted inଜାତୀୟ

କଶ୍ମୀରର ବାସିନ୍ଦା ହେବାକୁ ଚେଷ୍ଟା କଲେ ହତ୍ୟା କରାଯିବ, ଆତଙ୍କବାଦୀ ସଂଗଠନର ଧମକ…

ଶ୍ରୀନଗର,୧୨।୧୨ : ଆଗକୁ ଜମ୍ମୁ-କଶ୍ମୀରରେ ଜିଲା ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। କଶ୍ମୀରରେ ଶାନ୍ତି ପ୍ରତିଷ୍ଠା ତଥା ଆତଙ୍କବାଦୀ ଏବଂ ଆତଙ୍କବାଦୀଙ୍କ ସହ ମୁକାବିଲା କରିବାକୁ ସୁରକ୍ଷା ଏଜେନ୍ସିଗୁଡ଼ିକ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଅଧିକରୁ ଅଧିକ ଲୋକଙ୍କୁ କଶ୍ମୀରରେ ବସବାସ କରିବାକୁ ଉତ୍ସାହିତ କରିବାର କାର୍ଯ୍ୟ ମଧ୍ୟ କରାଯାଉଛି। ଏଭଳି ଖବର ମଧ୍ୟରେ ଆତଙ୍କବାଦୀ ସଂଗଠନ ଦ୍ୱାରା ଲୋକଙ୍କୁ ଧମକ ଦେବା ଭଳି ଭିଡିଓ ଜାରି କରାଯାଇଛି। କଶ୍ମୀର ଟାଇଗର ନାମକ ଏକ ଆତଙ୍କବାଦୀ ସଂଗଠନର ସଦ୍ୟତମ ଭିଡିଓ ସାମ୍ନାକୁ ଆସିଛି।

ଆତଙ୍କବାଦୀ ସଂଗଠନ କଶ୍ମୀର ଟାଇଗର ସେହି ଲୋକଙ୍କୁ ହତ୍ୟା କରିବାକୁ ଧମକ ଦେଇଛି ଯେଉଁମାନେ କଶ୍ମୀରରେ ବାସିନ୍ଦା ହେବାର ପ୍ରମାଣପତ୍ର ପାଇବେ। ଭିଡିଓରେ ଜଣେ ଆତଙ୍କବାଦୀ ତାଙ୍କ ନାମ ମୁଫତି ଅଲତାଫ ହୁସେନ କାସମି ବୋଲି କହୁଛନ୍ତି। ସେ ଭିଡିଓରେ କହୁଛନ୍ତି ଯେ ଭାରତ କଶ୍ମୀରରେ ହିନ୍ଦୁ ଲୋକଙ୍କୁ ବସବାସ କରିବାର ସୁଯୋଗ ଦେବାକୁ ଚାହୁଁଛି। ଭିଡିଓରେ ସେ କଶ୍ମୀରରେ ଜମି କିଣୁଥିବା ଲୋକଙ୍କୁ ହତ୍ୟା କରିବାକୁ ଧମକ ଦେଇଛନ୍ତି । ସେ କଶ୍ମୀରବାସୀଙ୍କୁ ଧମକ ଦେଇ କହିଛନ୍ତି ଯେ ଯଦି କୌଣସି କଶ୍ମୀର ଲୋକ ଜଣେ ବାହାର ବ୍ୟକ୍ତିଙ୍କୁ ଜମି ବିକ୍ରୟ କକ୍ରନ୍ତି ତେବେ ତାଙ୍କୁ ମଧ୍ୟ ହତ୍ୟା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି…

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri