Posted inଜାତୀୟ

ମୋତେ ଭୋଟ ଦେଲେ ପୂଣ୍ୟ ମିଳିବ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪।୫:ଉତ୍ତର ପ୍ରଦେଶର ଏକ ବସ୍ତିରେ ନିର୍ବାଚନୀ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଚାର ଅଭିଯାନ ସମୟରେ ସେ ନିଜକୁ ଇଶ୍ୱର ପ୍ରଦତ୍ତ କହିବା ସହ ଇଶ୍ୱରଙ୍କ ଅଂଶ ବୋଲି କହିଛନ୍ତି। ଏହି କ୍ରମରେ ସେ ଲୋକଙ୍କୁ ଭୋଟ ମାଗିବା ଆଳରେ କହିଛନ୍ତି, ଯେଉଁମାନେ ମୋତେ ଭୋଟ ଦେବେ ସେମାନଙ୍କର ପୂଣ୍ୟ ହେବ। ଆଉ ମୋତେ ଭୋଟ ଦେଲେ ମୁଁ ସବୁବେଳେ ପୂଣ୍ୟକାମ କରିବି।

ମେ ୧୪ରେ ବାରଣାସୀର ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି ମୋଦି। ତେବେ ନାମାଙ୍କନ ଦାଖଲ କରିବା ପୂର୍ବରୁ ସେ ଏକ ସାକ୍ଷାତକାର ଦେଇଥିଲେ। ସାକ୍ଷାତକାରରେ ସେ କହିଥିଲେ ଯେ, ମୁଁ ଜୈବିକ ରୂପେ ଜନ୍ମ ହୋଇ ନାହିଁି। ଯେତେବେଳେ ପର୍ଯ୍ୟନ୍ତ ମୋ ମାଆ ପାଖରେ ଥିଲେ ମୋତେ ଲାଗୁଥିଲା କି, ମୁଁ ଜୈବିକ ରୂପେରେ ଜନ୍ମ ହୋଇଛି। କିନ୍ତୁ ମାଆ ଯିବା ପରେ ମୁଁ ଅନୁଭବ କରୁଛି କି, ମୋ ଧାରଣା ଭୁଲ। ମୋତେ ଭଗବାନ ପଠାଇଛନ୍ତି। ମୁଁ ଇଶ୍ୱର ପ୍ରଦତ୍ତ। ଏହି ଶରୀର ଭଗବାନଙ୍କ ଠାରୁ ମିଳିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri