Posted inଜାତୀୟ

ମୋତେ ଭୋଟ ଦେଲେ ପୂଣ୍ୟ ମିଳିବ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪।୫:ଉତ୍ତର ପ୍ରଦେଶର ଏକ ବସ୍ତିରେ ନିର୍ବାଚନୀ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଚାର ଅଭିଯାନ ସମୟରେ ସେ ନିଜକୁ ଇଶ୍ୱର ପ୍ରଦତ୍ତ କହିବା ସହ ଇଶ୍ୱରଙ୍କ ଅଂଶ ବୋଲି କହିଛନ୍ତି। ଏହି କ୍ରମରେ ସେ ଲୋକଙ୍କୁ ଭୋଟ ମାଗିବା ଆଳରେ କହିଛନ୍ତି, ଯେଉଁମାନେ ମୋତେ ଭୋଟ ଦେବେ ସେମାନଙ୍କର ପୂଣ୍ୟ ହେବ। ଆଉ ମୋତେ ଭୋଟ ଦେଲେ ମୁଁ ସବୁବେଳେ ପୂଣ୍ୟକାମ କରିବି।

ମେ ୧୪ରେ ବାରଣାସୀର ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି ମୋଦି। ତେବେ ନାମାଙ୍କନ ଦାଖଲ କରିବା ପୂର୍ବରୁ ସେ ଏକ ସାକ୍ଷାତକାର ଦେଇଥିଲେ। ସାକ୍ଷାତକାରରେ ସେ କହିଥିଲେ ଯେ, ମୁଁ ଜୈବିକ ରୂପେ ଜନ୍ମ ହୋଇ ନାହିଁି। ଯେତେବେଳେ ପର୍ଯ୍ୟନ୍ତ ମୋ ମାଆ ପାଖରେ ଥିଲେ ମୋତେ ଲାଗୁଥିଲା କି, ମୁଁ ଜୈବିକ ରୂପେରେ ଜନ୍ମ ହୋଇଛି। କିନ୍ତୁ ମାଆ ଯିବା ପରେ ମୁଁ ଅନୁଭବ କରୁଛି କି, ମୋ ଧାରଣା ଭୁଲ। ମୋତେ ଭଗବାନ ପଠାଇଛନ୍ତି। ମୁଁ ଇଶ୍ୱର ପ୍ରଦତ୍ତ। ଏହି ଶରୀର ଭଗବାନଙ୍କ ଠାରୁ ମିଳିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ୧୯ ହଜ୍‌ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୧୬ା୬: ହଜ୍‌ ଯାତ୍ରାରେ ସାଉଦି ଆରବ ଆସିଥିବା ଅନୂ୍ୟନ ୧୯ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ଜୋର୍ଡାନ ଏବଂ ଇରାନରୁ ଆସିଥିଲେ। ଜୋର୍ଡାନ ବହିର୍ବ୍ୟାପାର ମନ୍ତ୍ରଣାଳୟର...

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ

ନୂଆଦିଲ୍ଲୀ,୧୬ା୬:ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାର ସପ୍ତାହେ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ରବିବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ...

ଉପବାଚସ୍ପତି ପଦ ନ ମିଳିଲେ ଏମିତି ପଦକ୍ଷେପ ନେବ ବିରୋଧୀ ମେଣ୍ଟ

ନୂଆଦିଲ୍ଲୀ,୧୬ା୬:ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପଦ ଲାଗି ଆସନ୍ତା ୨୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିରୋଧୀ ଇଣ୍ଡିଆ ବ୍ଲକ୍‌ ଉପବାଚସ୍ପତି ପଦ ଉପରେ...

ସରକାରୀ ଚାକିରିରେ କିନ୍ନରଙ୍କୁ ଦିଆଯାଉ ୧ ପ୍ରତିଶତ ସଂରକ୍ଷଣ: ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା,୧୬।୬: ରାଜ୍ୟର ସମସ୍ତ ସରକାରୀ ଚାକିରିରେ ଟ୍ରାନ୍ସଜେଣ୍ଡର ବା କିନ୍ନରଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ...

ମାଆଙ୍କୁ ଭେଟିବାକୁ ଏମ୍ସ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ

ଋଷିକେଶ,୧୬।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏମ୍ସ ଋଷିକେଶରେ ପହଞ୍ଚିଛନ୍ତି। ଏମ୍ସରେ, ସେ ତାଙ୍କ ମାତା ସାବିତ୍ରୀ ଦେବୀଙ୍କୁ ଭେଟି ଷଷ୍ଠ ମହଲାରେ ଥିବା...

୪୦୦ ପାର୍‌ ହୋଇଥିଲେ ଭାରତ ଏକ ହିନ୍ଦୁ ରାଷ୍ଟ୍ରରେ ପରିଣତ ହୋଇଥାନ୍ତା: ଭାଜପା ନେତାଙ୍କ ବିସ୍ଫୋରକ ମନ୍ତବ୍ୟ

ପୁଣେ,୧୬।୬: ମହାରାଷ୍ଟ୍ରର ଥାନେ ନିକଟସ୍ଥ ଭିଓ୍ବାଣ୍ଡିରେ ଭାଜପା ନେତା ଟି ରାଜ ସିଂ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ଏକ ହିନ୍ଦୁ ଧର୍ମ ସଭାର ମୁଖ୍ୟ...

ଭାଜପା କାର୍ଯ୍ୟାଳୟ ନିକଟରୁ ମିଳିଲା ବୋମା! ଖେଳିଲା ଆତଙ୍କ

କୋଲକାତା,୧୬।୬: ପଶ୍ଚିମବଙ୍ଗର କୋଲକାତାଠାରେ ଥିବା ଭାଜପାର କେନ୍ଦ୍ରୀୟ କାର୍ଯ୍ୟାଳୟ ନିକଟରେ ଏକ ବୋମା ଭଳି ଜିନିଷ ଦେଖିବାକୁ ମିଳିଛି। ଏହି ସୂଚନା ପରେ ଘଟଣାସ୍ଥଳରେ ଆତଙ୍କ...

ଆଇଏମଡି ଦେଲା ଖୁସି ଖବର

ନୂଆଦିଲ୍ଲୀ,୧୬।୬: ମୌସୁମୀ ଦେଶରେ ପହଞ୍ଚିଛି ଏବଂ ଦେଶର ଅନେକ ସ୍ଥାନରେ ମୌସୁମୀ ପୂର୍ବରୁ ମଧ୍ୟ ଏହର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ତଥାପି ଉତ୍ତରପ୍ରଦେଶ ଏବଂ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri