ଏସବୁ କଥା ମାନି ଚଳିଳେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ହେବନି ଝଗଡ଼ା, ବଢ଼ିବ ଧନ

କୁହାଯାଏ, ସ୍ତ୍ରୀ-ସ୍ବାମୀ ଗୋଟିଏ ଗାଡିର ଦୁଇଟି ଚକ। ଯଦି ଗୋଟିଏ ଚକ ନ ରୁହେ, ତେବେ ଗାଡି ଚାଲିବା କଷ୍ଟକର ହୋଇପଡେ। ଠିକ୍‌ ସେହିପରି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଘଟିଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ପାଇଁ ଜୀବନ ବିତାଇବା କଷ୍ଟକର ହୋଇପଡ଼େ। ଆଚାର୍ଯ୍ୟ ଚାଣକ୍ୟ ସ୍ତ୍ରୀ-ସ୍ବାମୀଙ୍କ ସମ୍ପର୍କ ମଜବୁତ କରିବା ପାଇଁ କିଛି ପରାମର୍ଶ ଦେଇଛନ୍ତି।

ଆଚାର୍ଯ୍ୟ ଚାଣକ୍ୟଙ୍କ ହିସାବରେ, ବୈବାହିକ ଜୀବନରେ ସୁଖୀଥିବା ଦମ୍ପତି ସବୁ କ୍ଷେତ୍ରରେ ସଫଳତା ପାଇଥାନ୍ତି। ତେଣୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କେବେହେଲେ ବିବାଦ ନ ରହିବା ଉଚିତ୍‌। କୌଣସି କାରଣରୁ ଯଦି ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନମାଳିନ୍ୟ ଘଟେ ତେବେ ଏହାକୁ ଅପମାନ ଭାବିବା ଅନୁଚିତ୍‌। ଏପରି କରିବା ଦ୍ୱାରା ପରିବାରରେ ସବୁବେଳେ ଖୁସି ରହିଥାଏ।
ସକରାତ୍ମକ ଚିନ୍ତାଧାରା ହେଉଛି ସଫଳତାର ଚାବିକାଠି। ତେଣୁ ଚାଣକ୍ୟ କହିଛନ୍ତି, ଘରେ ସୁଖ, ଶାନ୍ତି ପାଇଁ ପରିବାରର ସମସ୍ତ ସଦସ୍ୟ ପରସ୍ପରର ସମ୍ମାନ କରିବା ସହ ପ୍ରେମରେ ବାନ୍ଧି ରଖିବା ଉଚିତ। ଏମିତି ଘରେ ସୁଖ, ଶାନ୍ତି ଏବଂ ଧନ ବୃଦ୍ଧି ହୋଇଥାଏ।
ଅପରପକ୍ଷେ, ଯଦି ଚାପ ଏବଂ ଯନ୍ତ୍ରଣା ସବୁବେଳେ ଜୀବନରେ ରହିଥାଏ, ତେବେ ସମାଜରେ ପ୍ରଭାବଶାଳୀ ହେବା ପରେ ମଧ୍ୟ ତାଙ୍କୁ ଜୀବନରେ ଜଣେ ସଫଳ ବ୍ୟକ୍ତି କୁହାଯାଇ ପାରିବ ନାହିଁ। ତେଣୁ ଜୀବନରେ ସର୍ବଦା ଖରାପ ଅଭାସକୁ ତ୍ୟାଗ କରିବା ଆବଶ୍ୟକ।
ସ୍ତ୍ରୀ-ସ୍ବାମୀ ପରସ୍ପରକୁ ସମାନ ବ୍ୟବହାର କଲେ ସୁଖୀ ଦାମ୍ପତ୍ୟ ଜୀବନ ସଫଳ ହୁଏ। ସେହି ଘରେ କେବେହେଲେ ଟେନଶନ ରୁହେ ନାହିଁ। ତେଣୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ପ୍ରେମ କେବେହେଲେ କମ ହେବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri