ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଲିଖିତ ଉତ୍ତରରେ କହିଛନ୍ତି।

ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରି। ୫ ବର୍ଷରେ ରାଜ୍ୟରେ ମୋଟ ୩୦ ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି। ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ ଲକ୍ଷ ୬୯ ହଜାରରୁ ଊର୍ଦ୍ଧ୍ୱ ପ୍ରସବ ହୋଇଛି। ସରକାରୀ ହସ୍ପିଟାଲରେ ୧୯ ଲକ୍ଷ ୫୯ ହଜାର ୯୧୮ ନର୍ମାଲ ଡେଲିଭରି। ୪ ଲକ୍ଷ ୯ ହଜାର ୭୧୮ ସିଜେରିଆନ ଡେଲିଭରି ହୋଇଛି। ଘରୋଇ ହସ୍ପିଟାଲରେ ୧ ଲକ୍ଷ ୪୮ ହଜାର ୨୪୨ ନର୍ମାଲ ଡେଲିଭରି ହୋଇଛି। ୪ ଲକ୍ଷ ୯୦ ହଜାର ୫୦୫ ସିଜେରିଆନ ଡେଲିଭରୀ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri