ଯଦି ଚାହୁଁଛ ଶାନ୍ତି, ତେବେ ପଣବନ୍ଦୀଙ୍କୁ ପ୍ରଥମେ କର ମୁକ୍ତ, ହମାସକୁ ଇସ୍ରାଏଲର ଚେତାବନୀ…

ଜେରୁଜେଲମ,୨୫।୧୦: ଇସ୍ରାଏଲ ଯେଉଁ ସ୍ଥାନଗୁଡିକରେ ଇସ୍ରାଏଲ ନାଗରିକମାନଙ୍କୁ ପଣବନ୍ଦୀ ଭାବେ ରଖାଯାଉଛି ସେ ସମ୍ବନ୍ଧରେ ସୂଚନା ପ୍ରଦାନ କରିବାକୁ ଗାଜା ଅଞ୍ଚଳର ଲୋକଙ୍କୁ ଅନୁରୋଧ କରିଛି। ଯେଉଁମାନେ ସୂଚନା ପ୍ରଦାନ କରୁଛନ୍ତି ସେମାନଙ୍କୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ହମାସ ଆତଙ୍କବାଦୀମାନେ ୨୦୦ ରୁ ଅଧିକ ଲୋକଙ୍କୁ ବନ୍ଧକ ରଖିଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) ବନ୍ଧକମାନଙ୍କୁ ଉଦ୍ଧାର କରିବାରେ ସଠିକ ସୂଚନା ପାଇଁ ଅର୍ଥ ଦେବାକୁ କହିଛି। ତେବେ ସୂଚନା ପ୍ରଦାନ କରୁଥିବା ବ୍ୟକ୍ତିଙ୍କ ସୁରକ୍ଷା ଏବଂ ଗୋପନୀୟତା ପ୍ରତି ଧ୍ୟାନ ଦେବାକୁ ମଧ୍ୟ ଆଇଡିଏଫ ପ୍ରତିଶ୍ରୁତି ଦେଇଛି। ଯଦି ଚାହୁଁଛ ଶାନ୍ତି, ତେବେ ପଣବନ୍ଦୀଙ୍କୁ ପ୍ରଥମେ ମୁକ୍ତ କରିବାକୁ ହମାସକୁ ଇସ୍ରାଏଲର ଚେତାବନୀ ଦେଇଛି।

ଆଇଡିଏଫ କହିଛି େ ଯଦି ଆପଣ ଶାନ୍ତିରେ ବଞ୍ଚିବାକୁ ଏବଂ ଆପଣଙ୍କ ପିଲାମାନଙ୍କ ପାଇଁ ଏକ ଭଲ ଭବିଷ୍ୟତ ଦେବାକୁ ଚାହୁଁଛନ୍ତି, ତେବେ ତୁରନ୍ତ ମାନବିକ କାର୍ଯ୍ୟ କରନ୍ତୁ ଏବଂ ବନ୍ଧକମାନେ କେଉଁଠାରେ ଲୁଚି ରହିଛନ୍ତି ସେ ସମ୍ବନ୍ଧରେ ସୂଚନା ଦିଅନ୍ତୁ। ଇସ୍ରାଏଲ ସେନା ଆପଣଙ୍କୁ ନିଶ୍ଚିତ କରୁଛି ଆପଣଙ୍କୁ ଏବଂ ଆପଣଙ୍କ ପରିବାରକୁ ସୁରକ୍ଷା ଯୋଗାଇବା ପାଇଁ ଆମେ ଯଥାସାଧ୍ୟ ଚେଷ୍ଟା କରିବୁ। ଏଥିପାଇଁ ଆପଣଙ୍କୁ ପୁରସ୍କାର ସୱରୂପ ଟଙ୍କା ଦିଆଯିବ। ଆମେ ଆପଣଙ୍କୁ ଗ୍ୟାରେଣ୍ଟି ଦେଉଛୁ ଏହି ସବୁ ଗୋପନୀୟ ଭାବରେ ଘଟିବ। ସୂଚନା ପ୍ରଦାନ କରୁଥିବା ବ୍ୟକ୍ତିଙ୍କ ପାଇଁ ଆଇଡିଏଫ ନମ୍ବର ୮୬୧୯ ହ୍ବାଟସ ଆପ, ଟେଲିଗ୍ରାମ, ସିଗନାଲ: +୯୭୨୫୦୩୯୫୭୯୯୨ ଜାରି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri