Posted inଫୁରସତ

ଧନୀ ହେବାକୁ ଚାହୁଁଥିଲେ ଦୀପାବଳିରେ ଯାନ୍ତୁ ଏହି ମନ୍ଦିର

ଭାରତରେ ଅନେକ ମନ୍ଦିର ରହିଛି। ସେଥିମଧ୍ୟରୁ ମଧ୍ୟପ୍ରଦେଶର ରତ୍‌ଲାମ ସହରର ମନାକରେ ଅବସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଅନ୍ୟତମ। ସାଧାରଣତଃ ପ୍ରାୟ ସବୁ ମନ୍ଦିରରେ ଭକ୍ତମାନଙ୍କୁ ମିଠା କିମ୍ବା କିଛି ଖାଦ୍ୟ ସାମଗ୍ରୀ ପ୍ରସାଦ ଭାବେ ଦିଆଯାଏ। ମାତ୍ର ମା’ ମହାଲକ୍ଷ୍ମୀଙ୍କ ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦ ରୂପେ ସୁନା ଅଳଙ୍କାର ମିଳିଥାଏ। ଏହି ମନ୍ଦିରକୁ ଆସୁଥିବା ଭକ୍ତମାନେ ସୁନା ଓ ରୂପା ମୁଦ୍ରା ନେଇ ଘରକୁ ଯାଆନ୍ତି। ମନ୍ଦିରରେ ବର୍ଷସାରା ଭକ୍ତଙ୍କ ଭିଡ଼ ଲାଗିଥାଏ। ଭକ୍ତମାନେ ମା’ଙ୍କ ପାଦରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଏବଂ ନଗଦ ଟଙ୍କା ଅର୍ପଣ କରିବାକୁ ଏଠାକୁ ଆସିଥାନ୍ତି। ଦୀପାବଳି ଅବସରରେ ଧନ୍ତେରାସଠାରୁ ଏହି ମନ୍ଦିରରେ ଦୀପ ଉତ୍ସବ ପାଞ୍ଚ ଦିନ ପର୍ଯ୍ୟନ୍ତ ଆୟୋଜିତ ହୁଏ। ଏହି ଦିନ ମନ୍ଦିରକୁ ଫୁଲରେ ନୁହେଁ ବରଂ ଭକ୍ତଙ୍କ ଦ୍ୱାରା ଦିଆଯାଇଥିବା ଅଳଙ୍କାରରେ ସଜାଯାଏ। ଏହି ସମୟରେ, ଏଠାକୁ ଆସୁଥିବା ଭକ୍ତମାନଙ୍କୁ ଅଳଙ୍କାର ଏବଂ ଟଙ୍କା ଦିଆଯାଏ। ଏହି ମନ୍ଦିରରୁ କେହି ଖାଲି ହାତରେ ଫେରନ୍ତି ନାହିଁ। ଦଶନ୍ଧି ଧରି ଏହି ପରି ହୋଇ ଆସୁଥିବା ବେଳେ ପୂର୍ବରୁ ଏଠାରେ ରାଜାମାନେ ରାଜ୍ୟର ସମୃଦ୍ଧି ପାଇଁ ମନ୍ଦିରରେ ଟଙ୍କା ଅର୍ପଣ କରୁଥିଲେ। ବର୍ତ୍ତମାନ ଭକ୍ତମାନେ ମଧ୍ୟ ମା’ଙ୍କୁ ଟଙ୍କା ପ୍ରଦାନ କରୁଛନ୍ତି। ବିଶ୍ୱାସ କରାଯାଏ ଯେ, ଏହା କରିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ସେମାନଙ୍କ ସହିତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri