ଶ୍ରାବଣରେ ମହାଦେବଙ୍କ ଶୁଭଦୃଷ୍ଟି ପାଇବାକୁ ଚାହାନ୍ତି କି, କରନ୍ତୁ ଏପରି…

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି। ବିଶ୍ୱାସ ରହିଛି ଯଦି ଭଗବାନ ଶିବ ଏହି ମାସରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଭକ୍ତର ପ୍ରତ୍ୟେକ ଇଚ୍ଛା ପୂରଣ କରନ୍ତି। ଏହା ମଧ୍ୟ କୁହାଯାଏ କି ସମସ୍ତ ମାସ ଅପେକ୍ଷା ଶ୍ରାବଣ ମାସ ମହାଦେବଙ୍କ ପ୍ରିୟ ହୋଇଥାଏ। ଭଗବାନଙ୍କୁ ପ୍ରସନ୍ନ କରିବାକୁ ଏହି ମାସର କିଛି ବିଶେଷ ଜିନିଷ ଅଛି ଯାହା ଜାଣିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସରେ ପିନ୍ଧାଯାଉଥିବା ପୋଷାକ ଉପରେ ଅନେକ ପ୍ରକାର ପ୍ରତିବନ୍ଧକ ଥାଏ । କୁହାଯାଏ ଯେ ଶ୍ରାବଣ ମାସରେ କିଛି ନର୍ଦ୍ଦିଷ୍ଟ ରଙ୍ଗର ପୋଷାକ ପିନ୍ଧାଯାଏନି।
ତେବେ ଜାଣନ୍ତୁ ସେଗୁଡ଼ିକ କେଉଁ ରଙ୍ଗ
ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଶ୍ରାବଣ ମାସରେ ଅନେକ ପୂଜା ନିୟମ ରହିଛି। ଯଦି ସେଗୁଡ଼ିକରେ  କିଛି ଭୁଲ ହୁଏ ତେବେ ଭଗବାନ ଶିବ କ୍ରୋଧିତ ହୁଅନ୍ତି। ଶାସ୍ତ୍ର ଅନୁଯାୟୀ, ଯେ କୌଣସି ପୂଜାରେ ଲାଲ ରଙ୍ଗର ପୋଷାକ ପିନ୍ଧିବା ସୁଖ ଏବଂ ଭାଗ୍ୟର ପ୍ରତୀକ ଭାବରେ ବିବେଚନା କରାଯାଏ। ମାତ୍ର ଶ୍ରାବଣ ମାସରେ ସବୁଜ ରଙ୍ଗକୁ ଗୁରୁତ୍ୱ ଦିଆଯାଇଥାଏ। ତେଣୁ ଏହି ମାସରେ ସମସ୍ତ ରଙ୍ଗକୁ ଛାଡ଼ି ନାଲି, ସବୁଜ ରଙ୍ଗର ପୋଷାକ ପିନ୍ଧନ୍ତୁ।
ଏହି ମାସରେ କଳା ଏବଂ ବାଦାମୀ ପୋଷାକ ପିନ୍ଧନ୍ତୁ ନାହିଁ। ଯଦି ତୁମେ ଏହି ପୋଷାକ ପିନ୍ଧି ପୂଜା କର, ତେବେ ଭଗବାନ ଶିବ କ୍ରୋଧିତ ହୁଅନ୍ତି।  ଯେତେବେଳେ ପୂଜା କରୁଛନ୍ତି ଏହି ରଙ୍ଗର ପୋଷାକକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାଖ୍ୟାନ କରନ୍ତୁ।
ଭଗବାନ ଶିବଙ୍କ ପୂଜାରେ କଳା ରଙ୍ଗକୁ ଅଶୁଭ ବୋଲି ବିବେଚନା କରାଯାଏ, ଏହି ରଙ୍ଗ ଦେଖି ମହାଦେବ କ୍ରୋଧିତ ହୁଅନ୍ତି ବୋଲି ବିଶ୍ୱାସ ରହିଛି । ଯଦି ଶିବଙ୍କ କ୍ରୋଧରୁ ଦୂରେଇ ରହିବାକୁ କିମ୍ବା ତାଙ୍କ ଅନୁଗ୍ରହ ପାଇବାକୁ ଚାହୁଁଛନ୍ତି, ତେବେ ପୂଜା କରିବା ସମୟରେ କଳା ପୋଷାକ ନ ପିନ୍ଧିବାକୁ ବିଶେଷ ଧ୍ୟାନ ଦିଅନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ…

ସରକାରଙ୍କ ବଡ଼ ପଦକ୍ଷେପ! ବ୍ୟାନ୍ ହେଲା ୧୬ ଔଷଧ, ଜାଣନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୦।୬: ରୋଗୀ ସୁରକ୍ଷାକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ତୁରନ୍ତ ପ୍ରଭାବରୁ ୧୬ଟି ଫିକ୍ସ ଡୋଜ କମ୍ବିନେଶନ (FDC) ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରିଛନ୍ତି…

ଭୋଟର ତାଲିକାରୁ ନାଁ କଟିଯିବା ନେଇ ପ୍ରଶାସନ ପକ୍ଷରୁ ତଦନ୍ତ, ସେଟେଲମେଣ୍ଟ ଅଫିସର କହିଲେ କେହି ବି…

ପୁରୁଷୋତ୍ତମପୁର,୨୦ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୋଟର ତାଲିକାରୁ କିଛି ଭୋଟରଙ୍କ ନାମ ପୂର୍ବରୁ କଟିଯାଇଥିବାରୁ ବର୍ତ୍ତମାନ ସେମାନେ ସରକାରଙ୍କ ପକ୍ଷରୁ ଚାଲିଥିବା ଏସ୍‌ଆଇଆର୍‌ରୁ ବଞ୍ଚିତ ହେଉଥିବା…

ପିତୃ ଦିବସରେ ଆଖି ଭିଜେଇ ଦେବ ଏହି କାହାଣୀ! ବାପାଙ୍କୁ ନିଜ କିଡନୀ ଦାନ କରି ଜୀବନ ବଞ୍ଚାଇଲେ, ବ୍ଲଡ ଗ୍ରୁପ ଅଲଗା…

ନୂଆଦିଲ୍ଲୀ,୨୦।୬: ଜୁନ୍ ୨୧ତାରିଖରେ ପିତାଙ୍କ ପିତୃ ଦିବସ ପୂର୍ବରୁ ୧୮ ବର୍ଷୀୟ ଅଲି ରଜା ତାଙ୍କ ପିତା ଆବିଦ ରଜାଙ୍କୁ ତାଙ୍କର କିଡନୀ ଦାନ କରି ଏକ…

ଆମେରିକା-ଇରାନ ଚୁକ୍ତିକୁ ନେଇ ପୁଣି ଲଜ୍ଜିତ ହେଲା ପାକିସ୍ତାନ, ଜେଡି ଭାନ୍ସ କହିଲେ…

ଓ୍ବାଶିଂଟନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମାକୁ ନେଇ ପାକିସ୍ତାନ ପୁଣିଥରେ ଚର୍ଚ୍ଚାରେ ଅଛି, କିନ୍ତୁ ଏଥର କାରଣ ପ୍ରଶଂସା ନୁହେଁ ବରଂ ସମାଲୋଚନା। ଆମେରିକାର…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri