କିଡ୍‌ନୀକୁ ସୁସ୍ଥ ରଖିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଟିପ୍ସ

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ଦୈନନ୍ଦିନ ଜୀବନରେ ଆମେ ଯେତେ ବ୍ୟସ୍ତ ରହିଲେ ମଧ୍ୟ କିଡ୍‌ନୀ କିପରି ସୁସ୍ଥ ରହିବ ସେ ନେଇ ସତର୍କ ରହିବା ନିହାତି ଦରକାର। ଏଥିରେ ସମସ୍ୟା ଦେଖାଦେଇଛି କି ନାହିଁ ତାହା ଜାଣିବା ପାଇଁ କେତୋଟି ପ୍ରମୁଖ କାରଣ ବିଷୟରେ ଅବଗତ ହେବା ଦରକାର। କିଡ୍‌ନୀ ଖରାପ ହେଲେ ହାତଗୋଡ଼ ଫୁଲିଯାଏ, ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ ଅନୁଭୂତ ହୁଏ, ରକ୍ତଚାପ ଅସନ୍ତୁଳିତ ରହେ ଏବଂ ଦୁର୍ବଳ ଲାଗେ। ବାନ୍ତି ଉଠାଏ ଆଉ ବେଳେବେଳେ ହୁଏ ମଧ୍ୟ। ନିଃଶ୍ୱାସପ୍ରଶ୍ୱାସ ନେବାରେ ବାଧା ମଧ୍ୟ ଉପୁଜେ। ତେଣୁ କିଡ୍‌ନୀକୁ ସୁସ୍ଥ ରଖିବା ପାଇଁ କେତୋଟି ବିଷୟ ପ୍ରତି ଦୃଷ୍ଟି ଦିଅନ୍ତୁ। ପ୍ରଚୁର ପରିମାଣର ପାଣି ପିଅନ୍ତୁ। ଶରୀରରେ ୟୁରିଆ ତତ୍ତ୍ୱ ସନ୍ତୁଳିତ ରଖନ୍ତୁ। ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ମଧ୍ୟ ଅଧିକ ଖାଆନ୍ତୁ। ନିଶାଦ୍ରବ୍ୟ ସେବନ ଅଭ୍ୟାସ ତୁରନ୍ତ ବର୍ଜନ କରନ୍ତୁ। କିଡ୍‌ନୀଜନିତ ସମସ୍ୟା ଦେଖାଦେଲେ କିମ୍ବା ଏହାର କୌଣସି ଲକ୍ଷଣ ପ୍ରକାଶ ପାଇଲେ ତୁରନ୍ତ ଅଭିଜ୍ଞ କିଡନୀ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ରୋଗ ଯଦି ଗୁରୁତର ଆକାର ଧାରଣ କରିଛି ସେହି ଅନୁସାରେ ଚିକିତ୍ସିତ ହୁଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri