ଇଫ୍‌କୋକୁ ଏକ ନମ୍ବର ସମବାୟ ସମିତିର ମାନ୍ୟତା

ଭୁବନେଶ୍ୱର,୨୬।୨: ଭାରତୀୟ କୃଷକ ସାର ସମବାୟ (ଇଫ୍‌କୋ) ଲିମିଟେଡକୁ ଏକ ନମ୍ବର ସମବାୟ ସମିତିର ମାନ୍ୟତା ଦିଆଯାଇଛି। ଏପରିକି ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଇଫ୍‌କୋ ବିଶ୍ୱର ଶ୍ରେଷ୍ଠ ୩୦୦ ସମବାୟ ସମିତି ମଧ୍ୟରେ ଏକ ନମ୍ବର ସମବାୟ ସମିତି ସ୍ଥାନ ସହିତ ଗତ ବର୍ଷର ସ୍ଥିତିକୁ ବଜାୟ ରଖିଛି। ବିଶେଷ କରି ମୁଣ୍ଡ ପିଛା ମୋଟ ଘରୋଇ ଉତ୍ପାଦ (ଜିଡିପି) ତୁଳନାରେ କାରବାରର ଅନୁପାତକୁ ଆଧାର କରି ଏହି ମାନ୍ୟତା ପ୍ରଦାନ କରାଯାଇଛି।

ଏ ସମ୍ପର୍କରେ ଇଫ୍‌କୋର ପରିଚାଳନା ନିର୍ଦ୍ଦେଶକ ଡ.ଉଦୟ ଶଙ୍କର ଅବସ୍ତି କହିଛନ୍ତି, ଇଫ୍‌କୋ ଏବଂ ଭାରତୀୟ ସମବାୟ ଆନ୍ଦୋଳନରେ ଏହା ଆମ ପାଇଁ ଗର୍ବର ମୁହୂର୍ତ୍ତ। ଇଫ୍‌କୋରେ ଆମେ ସବୁବେଳେ କୃଷକଙ୍କ ଆୟ ବଢ଼ାଇବା, ସାରା ଦେଶରେ କୃଷକମାନଙ୍କର ଅଭିବୃଦ୍ଧି ସୁନିଶ୍ଚିତ କରିବା ଏବଂ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ପ୍ରତିଶ୍ରୁତିବଦ୍ଧ। ଆମେ ନବସୃଜନ ଉପରେ ବିଶ୍ୱାସ କରୁ, କାରଣ ଏହା ସଫଳତାର ଚାବିକାଠି । ସେଥିପାଇଁ ଆମେ କୃଷି ବିଶେଷ କରି ବିକଳ୍ପ ସାର ପାଇଁ ନାନୋ ଟେକ୍ନୋଲୋଜିଭିତ୍ତିକ ସମାଧାନ ଆରମ୍ଭ କରୁଛୁ, ଯାହା ଇଫ୍‌କୋ ନାନୋ ୟୁରିଆ ଲିକ୍ୱିଡ୍‌ରୁ ଆରମ୍ଭ ହୋଇଛି। ଏହାକୁ ଭାରତୀୟ କୃଷକମାନେ ବହୁତ ଭଲ ଭାବେ ଗ୍ରହଣ କରିଛନ୍ତି। ପରବର୍ତ୍ତୀ ସମୟରେ ଇଫ୍‌କୋ ନାନୋ ଡିଏପିର ଶୁଭାରମ୍ଭ କରିଥିଲାବେଳେ ନିକଟରେ ଭାରତ ସରକାରଙ୍କ ବାର୍ଷିକ ବଜେଟରେ ଏହା ଉଲ୍ଲେଖ କରାଯାଇଥିଲା। ଏହି ମହତ୍ତ୍ୱପୂର୍ଣ୍ଣ ସଫଳତା ପାଇଁ ମୁଁ ଇଫ୍‌କୋ ଏବଂ ଦେଶର ସମଗ୍ର ସମବାୟ ସମ୍ପ୍ରଦାୟର ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri