ଇଫ୍‌କୋକୁ ପ୍ରଦୂଷଣ ପ୍ରୋଟେକଶନ ଆୱାର୍ଡ

ପାରାଦୀପ,୨।୧୨(ସ୍ବ.ପ୍ର.): ପାରାଦୀପରେ ଥିବା ଇଫ୍‌କୋ ସାର କାରଖାନାକୁ ବୁଧବାର ଦିଲ୍ଲୀଠାରେ ପ୍ରଦୂଷଣ ପ୍ରୋଟେକଶନ ଆୱାର୍ଡ ମିଳିଛି। ଫାଇ (ଫର୍ଟିଲାଇଜର ଆସୋସିଏଶନ ଇଣ୍ଡିଆ) ପକ୍ଷରୁ ଆୟୋଜିତ ବାର୍ଷିକ ଉତ୍ସବରେ ଇଫ୍‌କୋ ପାରାଦୀପ ୟୁନିଟକୁ ପ୍ରଥମ ପୁରସ୍କାର ମିଳିଛି। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କଠାରୁ କମ୍ପାନୀର ବରିଷ୍ଠ ଅଧିକାରୀ ଏମ୍‌. କେ. ପାଣ୍ଡେ ପୁରସ୍କାର ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଫାଇର ଅଧ୍ୟକ୍ଷ କେ. ଏସ. ରାଜୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’

କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ।...

ଭାଙ୍ଗିଲା ଶାଖା କେନାଲ

ଭୁବନ, ୨୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ଧଳପଡ଼ା ଗ୍ରାମ ନିକଟରେ ନବନିର୍ମିତ ରେଙ୍ଗାଳି ମୁଖ୍ୟକେନାଲର ଡିଷ୍ଟ୍ରିବ୍ୟୁଟାରୀ କେନାଲ ମଙ୍ଗଳବାର ଭାଙ୍ଗିଯାଇଛି। ଏଥିରେ ବହୁ...

ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା

ଚୌଦ୍ୱାର, ୨ା୯(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା...

ଭିସା କାରଖାନାରେ ଶ୍ରମିକ ଛଟେଇ ନୋଟିସ୍‌

କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ...

କୋଭିଡ୍‌ ଫଣ୍ଡକୁ ସହାୟତା

ରାଇକିଆ,୧୧ ।୪(ଡି.ଏନ୍‌.ଏ.)- ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ସହାୟତାର ସୁଅ ଛୁଟୁଛି। ଏଥିପାଇଁ ରାଇକିଆ ବ୍ଲକର...

ଚୀନ୍‌ ରାଷ୍ଟ୍ରପତିଙ୍କ କୁଶପୁତ୍ତଳିକା ଦାହ: ଶହୀଦ ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି

କଟକ ଅଫିସ,୧୭ା୬: କଟକ ମାରୱାଡ଼ି ସମାଜ ପକ୍ଷରୁ ବୁଧବାର ସ୍ଥାନୀୟ ନୟାସଡ଼କଠାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଶହୀଦ ୨୦ ଜଣ ଯବାନଙ୍କ...

ବାରିପଦା ପୌର ପରିଷଦ: ଦରମା ପ୍ରଦାନ ପରେ ସଫେଇ କାର୍ଯ୍ୟ ସ୍ବାଭାବିକ

ବାରିପଦା ଅଫିସ,୧୫ା୧୧- ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ଦରମା ପ୍ରଦାନ ଦାବିରେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ପ୍ରତିଶ୍ରୁତି ମୁତାବକ...

ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ରୋଷେୟା ସମେତ ୫ ପଜିଟିଭ୍‌

କେନ୍ଦୁଝର,୫ା୪: ସ୍ଥାନୀୟ ସରକାରୀ ଡିଗ୍ରୀ ଇଞ୍ଜିନିୟରିଂ କଲେଜରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହିଳା ହଷ୍ଟେଲର ୪ ଛାତ୍ରୀ ଓ ଜଣେ ରୋଷେୟା...

Advertisement
Archives

Model This Week