ମେଲବର୍ନ ଫିଲ୍ମ ଫେଷ୍ଟିଭାଲର ନୋମିନେଶନ ଘୋଷଣା: ବେଷ୍ଟ ଫିଲ୍ମରେ ‘ପଠାନ’କୁ ଟକ୍କର ଦେବ ‘ଭେଡିଆ’

ମୁମ୍ବାଇ: ଭାରତୀୟ ସିନେମାକୁ ନେଇ ସାରା ବିଶ୍ୱରେ ଆୟୋଜିତ ହୋଇଥିବା ଅନେକ ଚଳଚ୍ଚିତ୍ର ମହୋତ୍ସବ ମଧ୍ୟରୁ ମେଲବର୍ନର ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ମଧ୍ୟ ନିଜର ଆୟୋଜନକୁ ନେଇ ମୁମ୍ବାଇ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାରେ ରହିଛି। ଏହି ପୁରସ୍କାର ପାଇଁ କେଉଁ ଜ୍ୟୁରୀ ନାମାଙ୍କନଗୁଡିକ ଚୟନ କରନ୍ତି, ଚଳଚ୍ଚିତ୍ର ଚୟନ କରିବାର ମାନଦଣ୍ଡ କ’ଣ ଏବଂ ଏହାର ବିଜେତାମାନଙ୍କୁ କିଏ ଚୟନ କରେ ଆଦି ଏହି ପୁରସ୍କାରର ଆୟୋଜକମାନେ କଦାପି କୁହନ୍ତି ନାହିଁ। ପ୍ରତ୍ୟେକ ଥର ସେମାନେ ସିଧାସଳଖ ନାମାଙ୍କନ ଘୋଷଣା କରନ୍ତି ଏବଂ ତାପରେ ସିଧାସଳଖ ବିଜେତାଙ୍କ ନାମ ଘୋଷଣା କରନ୍ତି। ଏହି ପୁରସ୍କାରର ବିଭିନ୍ନ ବର୍ଗରେ ନାମାଙ୍କନଗୁଡିକ ଦେଖିଲେ ଅଧିକ ଚକିତକାରୀ ସୂଚନା ମିଳିଥାଏ। ବେଷ୍ଟ ଫିଲ୍ମ କାଟାଗୋରୀରେ ପଠାନ, କାନ୍ତାରା, ଭେଡିଆ, ବ୍ରହ୍ମାସ୍ତ୍ର, ଯୋଗୀ, ପୋନ୍ନିୟିନ ସେଳଭନ-୧,୨, ସୀତା ରମନ ଆଦି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri