Posted inଫୁରସତ

ସମୁଦ୍ରକୂଳରେ ଛିଡ଼ା ହୋଇ ଲହଡ଼ିର ମଜା ନେଉଛି ଜଙ୍ଗଲର ରାଜା, ମନେ ପଡ଼ିଲା ‘ନାର୍ନିଆ’; ଦେଖନ୍ତୁ ଅଦ୍ଭୁତ ଦୃଶ୍ୟ

ନିକଟରେ ଗୁଜରାଟ ସମୁଦ୍ରକୂଳରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି, ଯାହାକି ପ୍ରକୃତିକୁ ଭଲ ପାଉଥିବା ଏବଂ ପଶୁପ୍ରେମୀଙ୍କ ହୃଦୟ ଜିତିଛି। ଭାରତୀୟ ବନ ସେବା(ଆଇଏଫ୍‌ଏସ୍‌) ଅଧିକାରୀ ପରବୀନ କାଶଓ୍ବାନ ଏକ ପୋଷ୍ଟ ଶେୟାର କରିଥିଲେ। ଏଥିରେ ସମୁଦ୍ରକୂଳରେ ଜଙ୍ଗଲର ରାଜା ସିଂହ ଛିଡ଼ା ହୋଇ ଲହଡ଼ିର ମଜା ନେଉଥିବା ଦେଖାଯାଇଛି। ଏହି ଦୃଶ୍ୟ ଫିଲ୍ମ ‘ଦ କ୍ରୋନିକିଲ୍ସ ଅଫ୍‌ ନାର୍ନିଆ: ଦ ଲାୟନ, ଦ ବିଗ୍‌ ଆଣ୍ଡ ଦ ଓ୍ବାର୍ଡରୋବ’ର ସ୍ମୃତିକୁ ତାଜା କରିଛି। ଫିଲ୍ମର ଶେଷ ଦୃଶ୍ୟରେ ସିଂହ ସମୁଦ୍ର ସମ୍ମୁଖରେ ଛିଡ଼ା ହୋଇଥିବା ବେଳେ ସତକୁ ସତ ସେଭଳି କିଛି ଘଟିଛି।

ସିଂହର ଫଟୋ ଶେୟାର କରି ପରଓ୍ବିନ କ୍ୟାପ୍‌ସନରେ ଲେଖିଛନ୍ତି, ‘ଯେତେବେଳେ ନାରନିଆ ସତସତିକା ଦେଖିହୁଏ। ଗୋଟିଏ ସିଂହ ଗୁଜରାଟ ବେଳାଭୂମିରେ ଆରବ ସାଗରର ଜୁଆରର ମଜା ନେଉଥିବା ଅବସ୍ଥାରେ କଏଦ ହୋଇଛି। ’ସୋସିଆଲ ମିଡିଆରେ ଫଟୋଟି ବେଶ ଭାଇରାଲ ହେଉଛି।

ଦେଖନ୍ତୁ ଫଟୋ:


Enter your email to get our daily news in your inbox.

All Right Reserved By Dharitri.Com

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri