Posted inଜାତୀୟ

ବିନୟ କ୍ୱାତ୍ରା ନୂଆ ବୈଦେଶିକ ସଚିବ

ନୂଆଦିଲ୍ଲୀ,୪।୪: ନେପାଳରେ ଭାରତର ରାଷ୍ଟ୍ରଦୂତ ଥିବା ବିନୟ ମୋହନ କ୍ୱାତ୍ରାଙ୍କୁ ସୋମବାର କେନ୍ଦ୍ର ସରକାର ନୂଆ ବୈଦେଶିକ ସଚିବ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ବର୍ତ୍ତମାନର ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଏପ୍ରିଲ ୩୦ରେ ଅବସର ଗ୍ରହଣ କରିବେ। ଏହାପରେ ତାଙ୍କ ସ୍ଥାନରେ କ୍ୱାତ୍ରା ମେ’ରେ ଦାୟିତ୍ୱ ଗ୍ରହଣ କରିବେ ବୋଲି ସୂଚନା ରହିଛି। କ୍ୱାତ୍ରାଙ୍କ ନିଯୁକ୍ତିକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ସୂଚନା ମୁତାବକ ଭାରତର ବୈଦେଶିକ ସଚିବ ପୂର୍ବରୁ କ୍ୱାତ୍ରା ୩୨ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ଦେଶରେ ନିଜର ସେବା ଜାରି ରଖିଥିଲେ। ନେପାଳରେ ଭାରତର ରାଷ୍ଟ୍ରଦୂତ ହେବା ପୂର୍ବରୁ ସେ ଫ୍ରାନ୍ସରେ ରାଷ୍ଟ୍ରଦୂତ ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିଥିଲେ। ୧୯୮୮ରେ ସେ ଭାରତୀୟ ବୈଦେଶିକ ସେବାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?