ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା ସଭାପତି ମନମୋହନ ସାମଲ କହିଛନ୍ତି, ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ସରକାର ପାଳନ କରୁଛନ୍ତି। ସେ ଏହା ମଧ୍ୟ କହିଛନ୍ତି, ଲକ୍ଷାଧିକ ଚିଟ୍‌ଫଣ୍ଡ ଜମାକାରୀ ଟଙ୍କା ପାଇ ସାରିଲେଣି। ଏବେ ସରକାର ଆଉ ୫ ଲକ୍ଷ ଜମାକାରୀଙ୍କୁ ଚିହ୍ନଟ କରିଛନ୍ତି।
ପର୍ଯ୍ୟାୟକ୍ରମେ ଅନ୍ୟ ଜମାକାରୀଙ୍କୁ ମଧ୍ୟ ଟଙ୍କା ଫେରାଯିବ। ବଡ଼ ଜମାକାରୀ ମଧ୍ୟ ଟଙ୍କା ଫେରିପାଇବେ ବୋଲି ମନମୋହନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri