କଲରାପତରିଆ ବାଘ ଛାଲ ଜବତ: ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ,୩୦।୬: ବଲାଙ୍ଗୀର ଜିଲା ସଇଁତଳା ରେଞ୍ଜ କଅଁସର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଚଢ଼ାଉ କରାଯାଇ ବାଘ ଛାଲ ଜବତ ହୋଇଛି। ଡିଏଫ୍‌ଓ ସମୀର ଶତପଥୀଙ୍କ ନେତୃତ୍ୱରେ ବନବିଭାଗର ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରି ଏକ କଲରାପତରିଆ ବାଘ ଛାଲ ଜବତ କରିଛନ୍ତି। ବିଶ୍ୱାମିତ୍ର ରଣାଙ୍କ ଘରୁ ଉକ୍ତ ବାଘଛାଲ ଜବତ୍‌ କରାଯାଇଛି। ବନବିଭାଗର ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରିଥିବା ଜାଣି ବିଶ୍ୱାମିତ୍ରଙ୍କ ସହଯୋଗୀ ବିନୋଦ ସାହୁ ଉକ୍ତ ବପାଘଛାଲକୁ ଅନ୍ୟତ୍ର ନେଇ ଯାଉଥିବାବେଳେ ବନବିଭାଗ ଟିମ୍‌ ତାଙ୍କୁ କାବୁ କରିଥିଲେ। ମୁଖ୍ୟ ଅଭିଯୁକ୍ତ ବିଶ୍ୱାମିତ୍ର ରଣା ବଲାଙ୍ଗୀର ଆସି ବନବିଭାଗ କାର୍ଯ୍ୟାଳୟରେ ଆମତ୍ ସମର୍ପଣ କରିଥିଲେ। ତାଙ୍କର ଡାକ୍ତରୀମାଇନା କରାଯିବା ପରେ ଟିଟିଲାଗଡ଼ ରେଞ୍ଜ କେସ୍‌ ନଂ.୫୧/୨୧ରେ ମାମଲା ରୁଜୁ କରାଯାଇ ତାଙ୍କୁ କୋଟ୍‌ ଚାଲାଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ...

ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ

ବାହାନଗା, ୨୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ଏକ ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ ସାଜିଛି। ଫଳରେ ହଜାର ହଜାର ହେକ୍ଟର...

ପୂଜା ନ କଲେ ଏକମାତ୍ର ପୁତ୍ର ସନ୍ତାନର ଅନିଷ୍ଟ ହେବା ନେଇ ଗୁଜବ: ଶନିମନ୍ଦିରରେ ପ୍ରବଳ ଭିଡ଼

କେନ୍ଦୁଝର,୧୪।୩(ସ୍ବ.ପ୍ର.): ପୂଜା ନ କଲେ ଏକମାତ୍ର ପୁତ୍ରସନ୍ତାନର ଅନିଷ୍ଟ ହେବ ବୋଲି ଗୁଜବ ପ୍ରଚାର ପରେ ପୁରୁଣା ସହର ସିଦ୍ଧମଠସ୍ଥିତ ଶନି ମନ୍ଦିରରେ ପ୍ରବଳ ଭକ୍ତଙ୍କ...

ସୁରଟ ଫେରନ୍ତାଙ୍କୁ ନେଇ ଗଞ୍ଜାମ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୦ା୫- ବିଶ୍ୱରେ କରୋନା ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକେ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହି...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

କପ୍ତିପଦା,୩ା୧୨(ଡ଼ିଏନ୍‌ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି...

୩ଦିନରୁ ଭୋକିଲା ପେଟରେ ଶ୍ରମିକ

କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍‌ଡାଉନ୍‌...

ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା

ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ...

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ...

Advertisement


Archives

Model This Week