ହିଣ୍ଡନ ନଦୀରେ ୫୦୦ କାର ଭାସୁଥିବାର ଦୃଶ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୨୫।୭ : ଉତ୍ତରପ୍ରଦେଶର ଗଙ୍ଗା ଏବଂ ଯମୁନା ନଦୀ ପରେ ବର୍ତ୍ତମାନ ହିଣ୍ଡୋନ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏହାର ଜଳ ନୋଏଡା ରାସ୍ତାରେ ସଙ୍କଟ ସୃଷ୍ଟି କରୁଛି। ଏକ ଯୋଜନାବଦ୍ଧ ସହର ଭାବେ ବିବେଚନା କରାଯାଉଥିବା ନୋଏଡା, ମୌସୁମୀ ବର୍ଷାକୁ ପ୍ରତିହତ କରିବାରେ ବିଫଳ ହୋଇଥିବା ଜଣାପଡିଛି। ନଦୀରେ ବହୁ କାର ଭାସୁଥିବାର ଭିଡିଓ ସୋସିଆଲ ଭାଇରାଲ ହେବାରେ ଲାଗିଛି। ଲୋକମାନେ ପାଣି ପାର ହୋଇ ଡ୍ୟୁଟିରେ ଯିବାକୁ ବାଧ୍ୟ ହେଉଛନ୍ତି।

ନୋଏଡାର ଇକୋଟେକ ନିକଟବର୍ତ୍ତୀ ଅଞ୍ଚଳ ହିଣ୍ଡନ ନଦୀର ଜଳସ୍ତର ଯୋଗୁଁ ଜଳମଗ୍ନ ହୋଇଯାଇଛି।

ଜିଲା ମାଜିଷ୍ଟ୍ରେଟ ଗୌତମ ବୁଦ୍ଧ ନଗର ମନୀଷ କୁମାର ବର୍ମା କହିଛନ୍ତି ଗତ ୩ ଦିନରୁ ହିଣ୍ଡନ ନଦୀର ଜଳ ସ୍ତର ବୃଦ୍ଧି ପାଇଛି। ଲୋକଙ୍କୁ ଉପକୂଳ ସ୍ଥାନରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଭାଇରାଲ ହେଉଥିବା ଯାନବାହାନ ବୁଡ଼ିଯିବାର ଭିଡିଓ ହେଉଛି ଜଳମଗ୍ନ ଅଞ୍ଚଳର ଏକ ଗାଁର।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri