୨୬ ହଜାର ଲାଞ୍ଚ ନେଇ ଫସିଲେ ବୁଗୁଡ଼ା ଉଦ୍ୟାନ ବିଭାଗ ଯନ୍ତ୍ରୀ, ଗିରଫ କଲା ଭିଜିଲାନ୍ସ

ବ୍ରହ୍ମପୁର:ଅଫିସ,୧୯।୨ : ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଉଦ୍ୟାନ ବିଭାଗ ଯନ୍ତ୍ରୀ ଉମାଚରଣ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛନ୍ତି । କରଚୁଲି ଗ୍ରାମର ଚାଷୀ ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ଠାରୁ ୨୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଡିଏସ୍‌ପି ଅରୁଣ ନାୟକ ଓ ତାଙ୍କ ଟିମ୍‌ ତାଙ୍କୁ ଗିରଫ କରିଛନ୍ତି। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି ।
ସୂଚନାଯୋଗ୍ୟ, କରଚୁଲିର ୧୩ ଜଣ ଚାଷୀ ଉଦ୍ୟାନ ବିଭାଗ ପକ୍ଷରୁ ଋଣ ନେଇ ଚାଷ କରିଥିବା ବେଳେ ତାହାର ସବସିଡ୍‌ ରାଶି ପାଇଁ ଯନ୍ତ୍ରୀ ଉମାଚରଣ ଜଣଙ୍କ ପିଛା ୨ହଜାର ଟଙ୍କା ହିସାବରେ ୨୬ ହଜାର ଲାଞ୍ଚ ମାଗିଥିଲେ । ଏ ନେଇ ପୂର୍ଣଚନ୍ଦ୍ର ଭିଜିଲାନ୍ସରେ ଅଭିଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri