ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷାଧିକାରୀ

ଗଜପତି,୧୧।୨(ଡି.ଏନ୍‌.ଏ): ଗଜପତି ଜିଲା ନୂଆଗଡ ବ୍ଲକ ଶିକ୍ଷାଧିକାରୀ ବ୍ରଜ କୁମାର ନାୟକ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶିକ୍ଷାଧିକାରୀ ନାୟକ ଶିକ୍ଷକ ଫିରୋଜ ଚନ୍ଦ୍ର ନାୟକଙ୍କ ବକେୟା ଦରମା ପାଇଁ ଲାଞ୍ଚ ମାଗିଥିଲେ। ଏଥିପାଇଁ ଫିରୋଜ ବ୍ରହ୍ମପୁର ଭିଜିଲାନ୍ସକୁ ଖବର ଦେଇଥିଲେ । ଆଜି ୩୦ ହଜାର ଟଙ୍କା ନେଇ ଶିକ୍ଷକ ଫିରୋଜ ବ୍ଲକ ଶିକ୍ଷାଧିକାରୀଙ୍କ ପାଖକୁ ଯାଇଥିଲେ । ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁକରି ନେଇଥିଲା। ବର୍ତ୍ତମାନ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମେତ ପାରଳାଖେମୁଣ୍ଡିସ୍ଥିତ ବାସ ଭବନରେ ମଧ୍ୟ ଏକ କାଳୀନ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ, ଇଞ୍ଜିନିୟରିଂରେ ସରକାରୀ ସ୍କୁଲ ପିଲାଙ୍କ ନାମଲେଖା ପ୍ରସଙ୍ଗ: ୧୫% ସଂରକ୍ଷଣ ନେଇ ବିଜ୍ଞପ୍ତି

ଭୁବନେଶ୍ୱର, ୧।୩ (ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସରକାର ୧୫% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି। ଏନେଇ ଦକ୍ଷତା...

ଆଜି ଖୋର୍ଦ୍ଧାକୁ ଟପିଲା କଟକ, ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କିଛିଦିନ ଧରି ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧା ଦ୍ୱିତୀୟ...

ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର...

ଘୋଷଣା ହେଲା ସମୀରଙ୍କ ନୂଆ ଟିମ୍: ୯ଜଣ ସମ୍ପାଦକ, ୧୦ଜଣ ହେଲେ ରାଜ୍ୟ ଉପସଭାପତି

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନକ୍ରମେ ଗୁରୁବାର ଓଡିଶା ପ୍ରଦେଶର ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ କରାଯାଇଛି। କରୋନା ଯୋଗୁ ବିଳମ୍ବ...

ଆଖିପତାରେ ବଢୁଛି ମାଂସପିଣ୍ଡୁଳା

ନାଉଗାଁ,୨୭ା୫(ସ୍ବ.ପ୍ର.): ଆଖି ପତାରେ ବଢ଼ୁଛି ମାଂସପିଣ୍ଡୁଳା। ଅସହ୍ୟ ଯନ୍ତ୍ରଣା ହେଉଛି। ମାତ୍ର ନାବାଳକଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି। କାରଣ ସେ ଦିବ୍ୟାଙ୍ଗ ହୋଇଥିବାବେଳେ ଅନାଥ।...

ସ୍ବାମୀଙ୍କୁ ହତ୍ୟା କଲେ ୨ୟ ସ୍ତ୍ରୀ

ଆଠଗଡ,୯ା୨(ସ୍ବ.ପ୍ର.): ପାରିବାରିକ କଳହର ପରିଣତି କେତେ ଭୟଙ୍କର ହୋଇପାରେ ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି କଟକ ଜିଲା ଆଠଗଡ଼ ଏନ୍‌ଏସି ଅନ୍ତର୍ଗତ ୪ ନମ୍ବର...

୧୭ରେ ସବୁ ନିର୍ବାଚନମଣ୍ଡଳୀରେ ପାଳନହେବ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଆସନ୍ତା ୧୭ ତାରିଖରେ ପଡୁଥିବା ବେଳେ ଏଥର ରାଜ୍ୟର ସବୁ ନିର୍ବାଚନମଣ୍ଡଳୀରେ ଏହି ଦିବସକୁ ନିରାଡ଼ମ୍ବର ଭାବେ...

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁୁବନେଶ୍ୱର, ୫।୭(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଯୁକ୍ତ୨ ସାଇନ୍ସ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ମୃତଦେହ ବୁଧବାର ସନ୍ଦେହଜନକ ଅବସ୍ଥାରେ...

Advertisement
Archives

Model This Week