Advertisement

କଟକଣାକୁ ଅଣଦେଖା, ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୩।୧୦ : କ୍ଷେପଣାସ୍ତ୍ର ପରୀକ୍ଷଣ କରି କୋରିଆ ଉପଦ୍ୱୀପରେ ଉତ୍ତର କୋରିଆ ଉତ୍ତେଜନା ବୃଦ୍ଧି କରିଛି। ଗୁରୁବାର ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପୁଣିଥରେ ଦୂରଗାମୀ କ୍ରୁଜ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କିମ ଜୋଙ୍ଗ ଉନଙ୍କ ତତ୍ତ୍ୱାବଧାନରେ ଉତ୍ତର କୋରିଆ କ୍ରମାଗତ ଭାବେ କଟକଣାକୁ ଅଣଦେଖା କରି ସାମରିକ ସାମର୍ଥ୍ୟ ବୃଦ୍ଧି କରୁଛି।

ଦୁଇ ସପ୍ତାହ ଧରି ଉତ୍ତର କୋରିଆ ଲଭାତାର କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି ରଖିଛି। ଫଳରେ କୋରିଆ ଉପଦ୍ୱୀପରେ ସଙ୍କଟ ବଢ଼ିବାରେ ଲାଗିଛି। ନିରନ୍ତର କ୍ଷେପଣାସ୍ତ୍ର ପରୀକ୍ଷଣ ପରେ ଦକ୍ଷିଣ କୋରିଆ ଏବଂ ଆମେରିକାରୁ ପକ୍ଷରୁ ମଧ୍ୟ ପ୍ରତିକ୍ରିୟା ଆସୁଛି। ଯାହା ପରେ ପରିସ୍ଥିତି ତିକ୍ତ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଗୃହଯୁଦ୍ଧ ଭଳି ପରିସ୍ଥିତି

ଇସଲାମାବାଦ୍‌,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ସବୁଆଡେ ନିନ୍ଦା କରାଯାଉଛି। ଏହି ପୁରା ଘଟଣା ପରଠାରୁ ପାକିସ୍ତାନରେ ଅବସ୍ଥା...

ପେନ୍‌ସନ ସଂସ୍କାରକୁ ବିରୋଧ, ଫ୍ରାନ୍ସରେ ବିକ୍ଷୋଭ

ପ୍ୟାରିସ୍‌ ,୧୯।୧୨(ଏଏଫ୍‌ପି): ଫ୍ରାନ୍ସ ସରକାରଙ୍କ ପେନ୍‌ସନ ସଂସ୍କାର ଯୋଜନାକୁ ନେଇ ଅଚଳାବସ୍ଥା ଲାଗିରହିଥିବାବେଳେ ଏହାକୁ ବିରୋଧ କରି ମଙ୍ଗଳବାର ଲକ୍ଷାଧିକ ବିକ୍ଷୋଭକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଦୁଇ...

ଭାରତୀୟ ଶାନ୍ତିଦୂତଙ୍କୁ ଜାତିସଂଘର ମରଣୋତ୍ତର ସମ୍ମାନ

ୟୁଏନ୍‌: ଲେବାନନ୍‌ରେ ଜାତିସଂଘର ମିଶନରେ କର୍ତ୍ତବ୍ୟରତ ସର୍ଜେଣ୍ଟ ରମେଶ ସିଂହଙ୍କୁ ଶ୍ରେଷ୍ଠ ବଳିଦାନ ଲାଗି ଜାତିସଂଘ ପକ୍ଷରୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କ ସମର୍ପଣ...

ଦକ୍ଷିଣ କୋରିଆ ପାଇଁ ସତର୍କ ଘଣ୍ଟି: ଜନ୍ମଠାରୁ ମୃତ୍ୟୁ ହାର ଅଧିକ

ସିଓଲ,୪।୧: ଦକ୍ଷିଣ କୋରିଆରେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶରେ ଜନ୍ମ ତୁଳନାରେ ମୃତ୍ୟୁ ହାର ଅଧିକ ହେବାରେ ଲାଗିଛି। ୨୦୨୦ରେ ଦେଶରେ ୨୭୫,୮୦୦ ଶିଶୁ...

ପାକ୍‌ର ଓଆଇସି ଗୋଷ୍ଠୀ ଗଠନ ଉଦ୍ୟମ ପଣ୍ଡ

ଜାତିସଂଘ,୩୦ା୫: ଜାତିସଂଘରେ ଇସ୍‌ଲାମିକ ସହଯୋଗ ସଂଗଠନ (ଓଆଇସି) ପ୍ରତିନିଧିମାନଙ୍କୁ ନେଇ ଇସ୍‌ଲାମଫୋବିଆ ଉପରେ ଏକ ଅନୌପଚାରିକ ଗୋଷ୍ଠୀ ଗଠନ ଲାଗି ପାକିସ୍ତାନ ଚଳାଇଥିବା ଉଦ୍ୟମକୁ ପଣ୍ଡ...

ପାକିସ୍ତାନ ରାୱଲପିଣ୍ଡିରେ ବଢୁଥିବା ଡେଙ୍ଗୁକୁ ଦେଖି ଘୋଷଣା ହେଲା ହେଲ୍‌ଥ ଏମରଜେନ୍ସି

ପଞ୍ଜାବ,୯ ।୮: ପାକିସ୍ତାନର ରାୱଲିଣ୍ଡିରେ ବେଳକୁ ବେଳ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ରାୱଲପିଣ୍ଡି ଜିଲାକୁ ସର୍ବାଧିକ ସମ୍ବେଦନଶୀଳ...

ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍‌ ଅଗ୍ନି ନିର୍ବାପକ ଯନ୍ତ୍ର

ଟୋକିଓ,୨୩।୪: ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବା ପାଇଁ ବୈଜ୍ଞାନିକ ଏକ ନୂତନ ଅଗ୍ନି ନିର୍ବାପକ ଯନ୍ତ୍ର ନିର୍ମାଣ କରିଛନ୍ତି। ଏହା ସାଧାରଣ ଅଗ୍ନି ନିର୍ବାପକ...

ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା

ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍‌କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ...

Advertisement
Archives

Model This Week