କେନ୍ଦ୍ର ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିଜେଡିର ପ୍ରତିବାଦ

ବାରିପଦା ଅଫିସ,୧୩ା୨: କେନ୍ଦ୍ର ରେଳ ବଜେଟରେ ମୟୂରଭଞ୍ଜ ଜିଲା ପ୍ରତି ଅବହେଳା ପ୍ରତିବାଦରେ ସୋମବାର ଜିଲା ବିଜୁ ଜନତା ଦଳ ପକ୍ଷରୁ ୩ ଘଣ୍ଟିଆ ପ୍ରତିବାଦ କାର୍ଯ୍ୟକ୍ରମ ଜାରି ରହିଛି। ଜିଲା ମୁଖ୍ୟାଳୟ ବାରିପଦା ସମେତ ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାକୁ ମିଶାଇ ଏକ ସଙ୍ଗେ ଚାରୋଟି ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ବାରିପଦାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାକ୍ତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ବିଜେଡି ସଭାପତି ପ୍ରାକ୍ତନ ମନ୍ତ୍ରୀ ତଥା ବାଙ୍ଗରିପୋଷି ବିଧାୟକ ସୁଦାମ ମାରାଣ୍ଡି, ମୋରଡ଼ା ବିଧାୟକ ରାଜକିଶୋର ଦାସ, ପ୍ରାକ୍ତନ ମନ୍ତ୍ରୀ ସରୋଜିନୀ ହେମ୍ବ୍ରମ, ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଏମ୍‌ସିସି ବ୍ୟାଙ୍କ ସଭାପତି ସୁବ୍ରମଣ୍ୟମ ମହାନ୍ତି, ଏସ୍‌ଡିସି ଅଧ୍ୟକ୍ଷ ଦେବାଶିଷ ମାରାଣ୍ଡି, ପ୍ରାକ୍ତନ ବିଧାୟକ ଗଣେଶ୍ବର ପାତ୍ର, ସୁନୀଲ ନାୟକ ପ୍ରମୁଖ ଉପସ୍ଥିତ ରହି ରେଳ ବଜେଟରେ ଜିଲା ପ୍ରତି ବୈମାତୃକ ମନୋଭାବକୁ ନେଇ ଭାଜପାକୁ କଡ଼ା ନିନ୍ଦା କରିଛନ୍ତି । ରାଜ୍ୟ ପ୍ରତି ମହାରାଜାଙ୍କ ଅବଦାନ ଅତୁଳନୀୟ। ଜିଲାରେ ରେଳର ବିକାଶ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ କ୍ରମାଗତ ଅବହେଳା, ଅଣଦେଖା ଓ ନୈରାଶ୍ୟଜନକ ବଜେଟକୁ ନେଇ କଡ଼ା ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri