ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି

ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ସରିବା ପର୍ଯ୍ୟନ୍ତ ଉଭୟଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଥିବା ନେଇ ପୂର୍ବାଞ୍ଚଳ ରେଞ୍ଜ ଇନଚାର୍ଜ ଆଇଜି ନରସିଂହ ଭୋଳ ଶୁକ୍ରବାର ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, ସାମାନ୍ୟ ଘଟଣାକୁ କେନ୍ଦ୍ର କରି ନୀଳଗିରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ଖବରଦାତା ଲୋକନାଥଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ ଭଳି ବେଡି ପକାଇଥିଲା। ଏଭଳି କାର୍ଯ୍ୟକୁ ସବୁ ମହଲରେ ବିରୋଧ କରାଯିବା ପରେ ପ୍ରଥମେ ତାଙ୍କ ଗୋଡ଼ରୁ ବେଡି କଢ଼ାଯାଇଥିଲା। ଏଥିସହ ମାମଲାର ଡିଏସ୍‌ପିସ୍ତରର ତଦନ୍ତ କରାଯିବା ଲାଗି ମଧ୍ୟ ଏସ୍‌ପି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନ: ଓବିସିଙ୍କ ପାଇଁ ରହିବନି ସଂରକ୍ଷଣ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ...

ଡେବ୍ରିଗଡ଼ ଅଭୟାରଣ୍ୟରେ ହାତୀପଲ: ଆଶ୍ୱସ୍ତ ହେଲେ ଚାଷୀ

ଭଟ୍‌ଲି, ୨୮।୧୦(ଡି.ଏନ୍‌.ଏ.): ବିଗତ ୩ ଦିନ ହେବ ହାତୀଙ୍କୁ ନେଇ ଭୟରେ ଥିବା ବରଗଡ଼ ଜିଲାର ଚାଷୀମାନେ ରବିବାରଠାରୁ ସାମାନ୍ୟ ଆଶ୍ୱସ୍ତିଲାଭ କରିଛନ୍ତି। ଛତିଶଗଡ଼ ରାଜ୍ୟ...

ଭଦ୍ରକ ପୌରପାଳିକା, ଧାମନଗର ଏନ୍‌ଏସିରେ ଲକ୍‌ଡାଉନ କଟକଣା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୭: ଭଦ୍ରକ ପୌରପାଳିକା ଓ ଧାମନଗର ଏନ୍‌ଏସି ଅଞ୍ଚଳରେ ବୁଧବାର ଠାରୁ ଲକ୍‌ଡାଉନ କଟକଣା କଡାକଡ଼ି କରାଯାଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା...

ଜିଲାରେ ଅସୁରକ୍ଷିତ ନାବାଳିକା,୩ବର୍ଷରେ ବଳାତ୍କାରର ଶିକାର ହୋଇଛନ୍ତି ୩୬୮

ଯାଜପୁର ଟାଉନ,୧୭।୯(ଡିଏନଏ)- ଯାଜପୁର ଜିଲାରେ ନାବାଳିକାମାନେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ନାବାଳିକାଙ୍କ ପାଇଁ ଉଭୟ ସରକାରୀ ଓ ବେସରକାରୀସ୍ତରରେ ଯେତେ ଆଇନ୍‌ ଓ ସଚେତନତା କାର୍ଯ୍ୟକ୍ରମ ହେଉଥିଲେ...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କରଞ୍ଜିଆ,୨୦ା୧- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ ଧୋକଟା ଗଁାରେ ଶୁକ୍ରବାର ବାପାଙ୍କୁ ଟାଙ୍ଗିଆରେ ହାଣି ପୁଅ ହତ୍ୟା କରିଥିବା ଚର୍ଚ୍ଚାର ବିଷୟ ହୋଇଛି। ମୃତକ...

ଘରୋଇ କଳି ହେଲା କାଳ: ପୁଅ ସହ ଯୁକ୍ତିକରି ମା’ଙ୍କ ଆତ୍ମହତ୍ୟା

ଢେଙ୍କିକୋଟ,୧।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ପାଣୁପଶି ଗ୍ରାମ ଗିଧିବସା ସାହିରେ ସୋମବାର ରାତିରେ ଘରୋଇ କଳିକୁ କେନ୍ଦ୍ରକରି ଜଣେ ବୃଦ୍ଧା...

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା...

ବାପ, ମା’ଙ୍କୁ ଆକ୍ରମଣ, ପୁଅ ଗିରଫ

ବ୍ରହ୍ମପୁର ଅଫିସ,୨୨ା୯-ବୃଦ୍ଧ ବାପ ଓ ମା’ଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନସନ ଟଙ୍କା ହଡପ ଅଭିଯୋଗରେ ସଦର ଥାନା ପୋଲିସ ପୁଅ ଶାନ୍ତନୁ କୁମାର...

Advertisement
Archives

Model This Week