ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା ସରକାରୀ କ୍ବାର୍ଟର୍ସ, ଗାଇସିଲେଟ ଥାନା ଅଫିସ ଚ୍ୟାମ୍ବର, ସମ୍ବଲପୁର ଜିଲା ସଦର ଥାନା କବରାପାଲିସ୍ଥିତ ଫାର୍ମ ହାଉସରେ ଏକକାଳୀନ ଚଢ଼ାଉ ଚାଲିଛି। ୨ଡିଏସ୍‌ପି, ୭ଇନ୍ସପେକ୍ଟର, ୨ଏଏସ୍‌ଆଇ ଏବଂ ଅନ୍ୟ ବିଭାଗୀୟ କର୍ମଚାରୀ ଚଢ଼ାଉରେ ସାମିଲ ଅଛନ୍ତି। ଚଢ଼ାଉ ଜାରି ରହିଥିବାରୁ ଭଗତଙ୍କ ସମ୍ପତ୍ତି ଆକଳନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବସ୍‌ ଦୁର୍ଘଟଣା: ମଳିପଡ଼ାର ଜଣେ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୧୧।୬: କାଠମାଣ୍ଡୁ ବୁଲିବାକୁ ଯାଇଥିବାବେଳେ ନେପାଳରେ ଦୁଇ ତୀର୍ଥ ଯାତ୍ରୀଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ଓଡ଼ିଆ ତୀର୍ଥଯାତ୍ରୀ। ଏଥିରୁ ଜଣେ...

‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’

ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା...

ମାର୍କେଟ କମ୍ପ୍ଲେସରୁ ମିଳିଲା ଝୁଲନ୍ତା ମୃତଦେହ: ହତ୍ୟା ସନ୍ଦେହ

ଲୋଇସିଂହା,୨୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଝରଣୀପାଲି ଗାଁ ମାର୍କେଟ କମ୍ପ୍ଲେସରୁ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।...

କାଜୁ ପ୍ଲାଣ୍ଟେଶନ,ଲେମନ ଗ୍ରାସ୍‌ ଚାଷ ବାଟବଣା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡ଼ାମ୍ବ, ପାପରମେଟଲା ଏବଂ ପଣଷପୁଟ ପଞ୍ଚାୟତ ଅଞ୍ଚଳରେ ବିକାଶ ନାମକ ଅନୁଷ୍ଠାନ ଆଦିବାସୀଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଦିଗରେ...

ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍‌। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ...

ପ୍ରଥମ ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କୁ ଦିଆଯିବ ଅଗ୍ରାଧିକାର: ଟିକା ପହଞ୍ଚିଲେ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଏହାକୁ ରୋକିବାକୁ ହେଲେ ଟିକାକରଣକୁ ତ୍ୱରାନ୍ବିତ କରିବାକୁ ହେବ। ତେବେ ଆଗାମୀ ଦିନରେ ୧୮ରୁ ୪୪ ବର୍ଷୀୟ...

କୋଇଲା ମାଫିଆଙ୍କ ଆକ୍ରମଣରେ ୨ ଆର୍‌ପିଏଫ୍‌ କର୍ମଚାରୀ ଗୁରୁତର

ଭଦ୍ରକ ଅଫିସ,୨୪।୨: କୋଇଲା ଚୋରି ରୋକିବା ପାଇଁ ଯାଇ ମାଡ଼ ଖାଇଲେ ଆରପିଏଫ କ୍ରାଇମବ୍ରାଞ୍ଚ ଟିମ୍‌। ଏଥିରେ ଦୁଇ ଆରପିଏଫ୍‌ ଗୁରୁତର ହୋଇ ଭଦ୍ରକ ଜିଲା...

ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ରଙ୍କ ପରଲୋକ

ଭଞ୍ଜନଗର,୨୫।୫(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ର (୮୧)ଙ୍କ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲରେ ପରଲୋକ ଘଟିଛି। କରୋନାରେ ଚିକିତ୍ସଧୀନ...

Advertisement
Archives

Model This Week