ଆଇଆଇସି ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ସୋନପୁର କାର୍‌ ଦୁର୍ଘଟଣା ମାମଲାରେ ଓଡ଼ିଶା ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଇଆଇସି ସ୍ନିଗ୍ଧାରାଣୀ ସୁନାଙ୍କୁ ନିଲମ୍ବିତ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ତାଙ୍କୁ ଶନିବାର ନିଲମ୍ବିତ କରିଥିବା ଜଣାପଡ଼ିଛି।

କହିରଖୁଛୁ, ପୁରୀରୁ ସୁନାବେଶ ଡ୍ୟୁଟିସାରି ଫେରିବା ବେଳେ ଆଇଆଇସି ସ୍ନିଗ୍ଧାରାଣୀଙ୍କ ନାମରେ ଥିବା କାର୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଥିଲେ। ପୋଲିସ ଅଧିକାରୀଜଣଙ୍କ ଆହତଙ୍କୁ ହସ୍ପିଟାଲ ନେବା ପରିବର୍ତ୍ତେ ଖସି ପଳାଇଥିଲେ । ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଲୋକମାନଙ୍କୁ ଉଦ୍ଧାର କରି ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ପୋଲିସ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri