ବିକି ଶ୍ରେଷ୍ଠ ଅଭିନେତା, କ୍ରିତି ଶ୍ରେଷ୍ଠ ଅଭିନେତ୍ରୀ

ଅନ୍ତର୍ଜାତୀୟ ଭାରତୀୟ ଫିଲ୍ମ ଏକାଡେମୀ (ଆଇଆଇଏଫ୍‌ଏ) ପୁରସ୍କାର ୨୦୨୨ ଶେଷ ହୋଇଛି। ଆବୁଧାବିର ୟସ୍‌ ଆଇଲାଣ୍ଡରେ ଚାଲୁଥିବା ଏହି ପୁରସ୍କାର ଜୁନ ୨ରୁ ଆରମ୍ଭ ହୋଇ ଜୁନ ୪ ପର୍ଯ୍ୟନ୍ତ ଚାଲିଥିଲା। ୨୨ତମ ଆଇଫା ପୁରସ୍କାର ୨୦୨୨ର ବିଜେତା ମଧ୍ୟ ଘୋଷଣା କରାଯାଇଛି।
ଅଭିନେତା ବିକି କୌଶଲ ଆଇଫା ୨୦୨୨ର ଶ୍ରେଷ୍ଠ ଅଭିନେତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ‘ସର୍ଦ୍ଦାର ଉଧମ’ ଫିଲ୍ମ ପାଇଁ ବିକି ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି। ଏହାପୂର୍ବରୁ ୨୦୨୨ରେ ସେ ଫିଲ୍ମ ସଞ୍ଜୁରେ ଶ୍ରେଷ୍ଠ ସହାୟକ ଅଭିନେତା ବର୍ଗରେ ଆଇଫା ପୁରସ୍କାର ମଧ୍ୟ ପାଇଥିଲେ। ଅଭିନେତ୍ରୀ କ୍ରିତି ସାନନ ଅଇଫା ୨୦୨୨ ଶ୍ରେଷ୍ଠ ଅଭିନେତ୍ରୀ ଆଖ୍ୟା ଅର୍ଜନ କରିଛନ୍ତି। ଫିଲ୍ମ ‘ମିମି’ ପାଇଁ କ୍ରିତିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।
ଆଇଫା ୨୦୨୨ରେ ‘ଶେର୍‌ସାହ’ ଶ୍ରେଷ୍ଠ ଫିଲ୍ମ ପୁରସ୍କାର ପାଇଛି। ଏହି ଫିଲ୍ମରେ ସିଦ୍ଧାର୍ଥ ମାଲହୋତ୍ରା ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ। ଆଇଫା ଶ୍ରେଷ୍ଠ ସହାୟକ ଅଭିନେତା ଟାଇଟଲ ପଙ୍କଜ ତ୍ରିପାଠୀଙ୍କୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri