ଆଇଫା ୨୦୨୨କୁ ହୋଷ୍ଟ କରିବେ ସଲମାନ

ମୁମ୍ବାଇ: ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ ଏକାଡେମୀ ୱିକେଣ୍ଡ ଆଣ୍ଡ ଆୱାର୍ଡସର ୨୨ତମ ସଂସ୍କରଣ ୧୮ ଓ ୧୯ ମାର୍ଚ୍ଚ ୨୦୨୨ରେ ୟାଶ ଆଇଜଲ୍ୟାଣ୍ଡ ବା ୟାଶ ଦ୍ୱିପ ଆବୁଧାବିରେ ଏତିହାଦ ଏରିନାରେ ଆୟୋଜିତ ହୋଇଛି । ଏହି ଆୱାର୍ଡ ନାଇଟକୁ ସୁପରଷ୍ଟାର ସଲମାନ ଖାଁ ହୋଷ୍ଟ କରିବେ ବୋଲି ସୂଚନା ମିଳିଛି ।
ସିନେମାର ଉତ୍କର୍ସତାର ପର୍ବ ପାଳନ କରିବା ଓ ଏହାର ପ୍ରଶଂସା କରିବା ସହ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ଆବୁଧାବି (ଡିଟିସି-ଆବୁଧାବି) ସହିତ ମିଳିତ ଭାବରେ ଆୟୋଜିତ ହୋଇଥିବା ପୁରସ୍କାର ଗୁଡିକ ଭାରତ ସ୍ୱାଧିନତାର ୭୫ ବର୍ଷ ଓ ସଂଯୁକ୍ତ ଆରବ ଏମିରେଟସ୍‌ରେ ବର୍ଷ ତମାମ ପାଳନ କରାଯାଉଥିବା ସ୍ୱର୍ଣ୍ଣ ଜୟ୍‌ନ୍ତି ସମାରୋହକୁ ଚିହ୍ନିତ କରିବ । ୫୦ ତମ ବର୍ଷ ପୂର୍ତ୍ତି, ଭାରତ ଓ ୟୁଏଇ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ମଜଭୁତ କରୁଛି, କାରଣ ଏଥିରେ ସାରା ବିଶ୍ୱର ଗଣ୍ୟମାନ୍ୟ ବ୍ୟକ୍ତି, ପ୍ରଶଂସକ ଓ ଫିଲ୍ମ ପ୍ରତି ଉତ୍ସାହ ରଖୁଥିବା ବ୍ୟକ୍ତି ସାମିଲ ହେବେ ।
ବହୁ ପ୍ରତିକ୍ଷିତ ପୁରସ୍କାର ବିଷୟରେ କଥା ହୋଇ, ଇଭେଣ୍ଟ ହୋଷ୍ଟ ସଲମାନ ଖାଁ କହିଛନ୍ତି, ମୁଁ ସବୁବେଳେ ଆଇଫା ପରିବାର ଅଂଶ ହୋଇ ରହିବା ସହ, ଭଲ ଭଲ ସ୍ଥାନ ଯାତ୍ରା କରିବାର ଆନନ୍ଦ ନେଇଛି । ହେଲେ ଏଥର ଖୁସି ଲାଗୁଛି କି ଆମେ ନିଜ ପସନ୍ଦର ଏକ ସ୍ଥାନ ୟାଶ ଦ୍ୱିପ, ଆବୁଧାବି ଯାଉଛୁ । ସେ ଆହୁରି ମଧ୍ୟ କହିଛନ୍ତି ଆଇଫା ସବୁବେଳେ ଏକ ମନେ ରଖିବା ଭଳି ସମୟ ହୋଇଥାଏ, ଏଥର ଆହୁରି ବଡ ଉତ୍ସବ ହେବ, କାରଣ ଆମେ ଆମ ଦେଶର ୭୫ତମ ସ୍ୱାଧିନତା ଦିବସ ଓ ସଂଯୁକ୍ତ ଆରବ ଏମିରେଟ୍ସର ୫୦ତମ ସ୍ୱର୍ଣ୍ଣ ଜୟନ୍ତି ସମାରୋହ ପାଳନ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri