୧୧ ମାସ ପରେ ଖୋଲିଲା ଆଇଆଇଏମ୍‌

ସମ୍ବଲପୁର,୧୧ା୨(ବ୍ୟୁରୋ): ମହାମାରୀ କରୋନା କଟକଣା ପରେ ସମ୍ବଲପୁର ଆଇଆଇଏମ୍‌ ବୁଧବାରଠାରୁ ଖୋଲାଯାଇଛି। ଚଳିତ ଶିକ୍ଷାବର୍ଷ ଓ ପୂର୍ବ ବର୍ଷର କେତେକ ଛାତ୍ରୀଛାତ୍ର କ୍ୟାମ୍ପସ୍‌ରେ ପହଞ୍ଚତ୍ଛନ୍ତି। ପ୍ରତିଷ୍ଠାନ ପକ୍ଷରୁ କେତୋଟି ନୂଆ ନିୟମ କରାଯିବା ସହ ସରକାରଙ୍କ କୋଭିଡ୍‌ ଗାଉଡ୍‌ଲାଇନ ପାଳନ କରାଯାଇଛି। ଆଇଆଇଏମ୍‌ ନିର୍ଦ୍ଦେଶକ ପ୍ରଫେସର ମହାଦେଓ ଜୟସ୍ବାଲ କହିଛନ୍ତି, କ୍ୟାମ୍ପସ୍‌ ପର୍ଯ୍ୟାୟକ୍ରମେ ଖୋଲାଯିବ। ସେହି ଅନୁଯାୟୀ ଛାତ୍ରୀଛାତ୍ର ଆସିବେ। ସରକାରଙ୍କ ନିୟମାବଳୀ ସମ୍ପର୍କରେ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପକ, କର୍ମଚାରୀଙ୍କୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର କ୍ୟାମ୍ପସ୍‌ରେ ପ୍ରବେଶ କରିବା ପୂର୍ବ ୧୪ ଦିନର ଭ୍ରମଣ, ଅବସ୍ଥିତି ସମ୍ପର୍କରେ ସୂଚନା ଦେବେ। କୋଭିଡ୍‌ ନେଗେଟିଭ ପ୍ରମାଣପତ୍ର ଦାଖଲ କରିବାକୁ ହେବ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ ଓ ପରେ କୋଭିଡ୍‌ ପରୀକ୍ଷା କରାଇବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରିଲେ ନିର୍ମାଣ ଶ୍ରମିକ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା କଲ୍ୟାଣ ବୋର୍ଡର ପ୍ରତ୍ୟାହାର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ ହୋଇଛି। ନିର୍ମାଣ...

ଆଜି ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୫।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି  ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା...

ମଙ୍ଗଳବାରଠୁ ଆଉ ୨ ରୁଟ୍‌ରେ ଗଡ଼ିବ ମୋ’ ବସ୍‌

ଭୁବନେଶ୍ୱର,୮ା୬(ବ୍ୟୁରୋ)-ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେଇ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଆଉ ୨ଟି ରୁଟ୍‌ରେ ମୋ’ବସ୍‌ ଚଳାଚଳ କରାଯିବ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ...

ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ...

ସ୍ବାଭାବିକ ହେଉନି ଗୃହ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍‌ରୁ ଓହରିବାକୁ ରାଜି...

ଟେଲିକମ୍‌ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି: ମୋବାଇଲ୍‌ ସଂଯୋଗ ନ କାଟିବାକୁ ଅନୁରୋଧ

ଭୁବନେଶ୍ୱର,୯ା୪: କରୋନା ଭୂତାଣୁ ସଂକ୍ରମଣ ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ମୋବାଇଲ୍‌ ବିଲ୍‌ ପଇଠ ଏବଂ ରିଚାର୍ଜ କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ...

ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର...

ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା:ଘଟଣା ଦିନ ପ୍ରେମିକଙ୍କ ସହ ଚିକେନ ଖାଇ ଲୁଡୁ ଖେଳିଥିଲେ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା ଦିନକୁ ଦିନ ଅଧିକ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଦୀପାଳି ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି...

Advertisement
Archives

Model This Week