Posted inଜାତୀୟ

ନାଗାସାଧୁ ନ ଥିଲେ ଆଇଆଇଟି ବାବା, ସେ ଜଣେ…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୧୯।୧:ପ୍ରୟାଗରାଜର ମହାକୁମ୍ଭମେଳାର ମୁଖ୍ୟ ଆକର୍ଷଣ ପାଲଟିଥିବା ଆଇଆଇଟି ବାବା ବା ଆଇଆଇଟି ବମ୍ବେର ପୂର୍ବତନ ଏରୋସ୍ପେସ ଇଞ୍ଜିନିୟର ଅଭୟ ସିଂହଙ୍କୁ ତାଙ୍କ ଆଖଡାରୁ ବହିଷ୍କାର କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ‘ଆଇଆଇଟିଆନ ବାବା’ ଭାବରେ ଜଣାଶୁଣା ଶ୍ରୀ ସିଂହଙ୍କୁ ତାଙ୍କ ଗୁରୁ ମହନ୍ତ ସୋମେଶ୍ୱର ପୁରୀଙ୍କ ବରୋଧରେ ଅପମାନଜନକ ଭାଷା ବ୍ୟବହାର କରିବାରୁ ଜୁନା ଆଖଡ଼ା ଶିବିର ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବେଶ କରିବାକୁ ବାରଣ କରାଯାଇଛି। ଏନେଇ, ଜୁନା ଆଖାରାର ଜଣେ ସଦସ୍ୟ କହିଛନ୍ତି ଯେ ସେ ସେମାନଙ୍କ ସହିତ ଜଡିତ ନୁହଁନ୍ତି।

ସେ ଆମକୁ ବଦନାମ କରୁଥିଲେ। ସେ ସାଧୁ ନ ଥିଲେ, ଜଣେ ଯାଯାବର ଥିଲେ। ସେ ଟିଭିରେ ଏଣୁତେଣୁ କହୁଥିଲେ। ତେଣୁ ତାଙ୍କୁ ବାହାର କରିଦିଆଗଲା। ସଦସ୍ୟ ଜଣକ ଏପରି ମଧ୍ୟ କହିଛନ୍ତି ଯେ ସେ କାହାର ଶିଷ୍ୟ ମଧ୍ୟ ନୁହଁନ୍ତି।

ତେବେ ଆଇଆଇଟିଆନ ବାବା ଏନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ତାଙ୍କୁ ଆଖଡାରୁ ବାହାର କରାଯାଇନି। ଆଖଡାର ସାଧୁମାନେ ଗୁଜବ ପ୍ରସାର କରୁଥିବା ଅଭିଯୋଗ ସେ କରିଥିଲେ। ଇନଷ୍ଟାଗ୍ରାମରେ ୩ଲକ୍ଷରୁ ଅଧିକ ଫଲୋଅର୍ସ ଥିବା ଶ୍ରୀ ସିଂହ କହିଛନ୍ତି, ଆଖଡାର ସାଧୁମାନେ ଭାବୁଛନ୍ତି କି, ମୁଁ ପ୍ରସିଦ୍ଧ ହୋଇଗଲିଣି ଏବଂ ମୁଁ ସେମାନଙ୍କ ବିଷୟରେ କିଛି ଖୁଲାସା କରିଦେବି। ସେମାନେ ବେକାର କଥା ଗପୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କରିବାକୁ ଯାଉଥିଲେ ଯୁବକ, Metaର ଆଲର୍ଟ ଯୋଗୁ ବଞ୍ଚିଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ଲକ୍ଷେ୍‌ନ,୧୯।୨: ଉତ୍ତର ପ୍ରଦେଶର ଶାହଜାହାନପୁରରେ ମେଟାର ସତର୍କତା ଏବଂ ପୋଲିସର ତତ୍ପରତା ଯୋଗୁ ଜଣେ ଯୁବକଙ୍କ ଜୀବନ ରକ୍ଷା ପାଇଯାଇଛି। ପ୍ରକୃତରେ, ଘର ବଣ୍ଟନକୁ ନେଇ...

ଅନ୍‌ଲାଇନରେ ଅଶ୍ଳୀଳ କଣ୍ଟେଣ୍ଟ ରୋକିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯ା୨:ୟୁଟ୍ୟୁବ୍‌ ଏବଂ ଅନ୍ୟାନ୍ୟ ସୋସିଆଲ୍‌ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକରେ ‘ଅଶ୍ଳୀଳ କଣ୍ଟେଣ୍ଟ’ ପୋଷ୍ଟ ହେଉଥିବାରୁ ସେଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ବିଚାର କରନ୍ତୁ ବୋଲି...

କାମ ଦେଲାନି ମୋଦିଙ୍କ ଆଲୋଚନା: ଟ୍ରମ୍ପ ନେଲେ କଠୋର ନିଷ୍ପତ୍ତି, ବଡ଼ କ୍ଷତି ସହିବ ଭାରତ

ଓ୍‌ବାଶିଂଟନ୍‌.୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବରେ ଭାରତର ଚିନ୍ତା ବୃଦ୍ଧି କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି ଦୁଇ ଦେଶ...

ବାଣିଜି୍ୟକ କାରବାର ବଢ଼ାଇବେ ଭାରତ, କାତାର

ନୂଆଦିଲ୍ଲୀ, ୧୯।୨: ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାତାରର ଅମିର ଶେଖ୍‌ ତମିମ ବିନ୍‌ ହମଦ୍‌ ଅଲ୍‌-ଥାନୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ...

ଅବସର ନେଲେ ସିଇସି ରାଜୀବ କୁମାର

ନୂଆଦିଲ୍ଲୀ,୧୯।୨: ୨୦୨୪ ଲୋକ ସଭା ନିର୍ବାଚନ ସମେତ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପରିଚାଳନାର ନେତୃତ୍ୱ ନେଇଥିବା ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର...

Mamata Banerjee Controversial Remark: ମହାକୁମ୍ଭ ନା ମୃତ୍ୟୁକୁମ୍ଭ, ଯୋଗୀ ସରକାରଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ

କୋଲକାତା,୧୮।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭମେଳାର କଥିତ କୁପରିଚାଳନା ପାଇଁ କେନ୍ଦ୍ର ସରକାର...

ମନି ଲଣ୍ଡରିଂ ମାମଲାରେ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ରୁଜୁ ହେବ ମାମଲା, ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮।୨: ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ମୁସ୍କିଲ ବଢ଼ିଯାଇଛି। ଏବେ ତାଙ୍କ ବିରୋଧରେ କୋର୍ଟରେ ମାମଲା ରୁଜୁ କରାଯିବ।...

Kumbh Mela ପରେ ଗଙ୍ଗାପାଣିରେ ମିଳିଲା କ୍ଷତିକାରକ ବ୍ୟାକ୍ଟେରିଆ, ସ୍ନାନ କରିଥିଲେ ହୋଇପାରେ…ଚମକାଇଦେବ ରିପୋର୍ଟ

ନୂଆଦିଲ୍ଲୀ,୧୮।୨: ନିକଟରେ କୁମ୍ଭମେଳା ସରିଥିବାବେଳେ ଗଙ୍ଗା-ଯମୁନାରେ ପ୍ରଦୂଷଣ ବୃଦ୍ଧି ପାଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନଜିଟି)କୁ ଏହାର ରିପୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri