Posted inଖେଳ

Ind Vs Pak ମହାମୁକାବିଲା ପୂର୍ବରୁ IIT ବାବାଙ୍କ ବଡ଼ ଭବିଷ୍ୟବାଣୀ, କିଏ ଜିତିବ ଶୁଣି ପ୍ରଶଂସକଙ୍କୁ ଲାଗିଲା ଝଟ୍‌କା,Video

ନୂଆଦିଲ୍ଲୀ,୨୨।୨: ମହାକୁମ୍ଭରୁ ପ୍ରସିଦ୍ଧ ହୋଇଥିବା ଆଇଆଇଟି ବାବା ଏବେ ଇଣ୍ଟରନେଟ ସେନସେଶନ ପାଲଟିଛନ୍ତି। ତାଙ୍କର ସାକ୍ଷାତକାର ଏବଂ ପଡ୍‌କାଷ୍ଟର ଭିଡିଓ ପ୍ରତିଦିନ ଇଣ୍ଟରନେଟରେ ଭାଇରାଲ ହେଉଛି। ହେଲେ ଏବେ ତାଙ୍କର ଏପରି ଏକ ଭିଡିଓ ଭାଇରାଲ ହୋଇଛି, ଯାହାକୁ ଦେଖି ଭାରତୀୟ କ୍ରିକେଟ ପ୍ରଶଂସକଙ୍କୁ କ୍ରୋଧିତ ହେଉଛନ୍ତି। କାରଣ ସେ ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ କିଏ ଜିତିବ ସେନେଇ ଭବିଷ୍ୟବାଣୀ କରିଛନ୍ତି।

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତର ପରାଜୟ ନିଶ୍ଚିତ। ଏପରିକି ଦଳ ଚାମ୍ପିଅନ୍ସ ଟ୍ରଫିରୁ ମଧ୍ୟ ବାଦ୍‌ ପଡ଼ିବ ବୋଲି ଆଇଆଇଟି ବାବା କହିଛନ୍ତି। ଏହା ଶୁଣି ଅନେକେ ଦୁଃଖିତ ହୋଇପଡ଼ିଥିବା ବେଳେ କିଛି ରାଗରେ ପ୍ରତିକ୍ରିୟା ଦେଉଛନ୍ତି। ତେବେ ଚାମ୍ପିଅନ୍ସ ଟ୍ରଫିର ପଞ୍ଚମ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ୨୩ ଫେବୃଆରୀ ୨୦୨୫ ରବିବାର ଦିନ ୨.୩୦ ସମୟରେ ଦୁବାଇରେ ଖେଳାଯିବ।

ପୂର୍ବରୁ ମଧ୍ୟ କ୍ରିକେଟ ଉପରେ IIT ବାବା ଏକ ବୟାନ ଦେଇଥିଲେ। ଯେଉଁଥିରେ ସେ ଦାବି କରିଥିଲେ ଯେ ସେ ପୂର୍ବରୁ ଜାଣିଥିଲେ ଯେ ଭାରତ ୨୦୨୪ ଟି-୨୦ ବିଶ୍ୱକପ୍‌ ଜିତିବାକୁ ଯାଉଛି। କିନ୍ତୁ ଏବେ ସେ ପାକିସ୍ତାନ ହାତରେ ଭାରତର ପରାଜୟ ଭବିଷ୍ୟବାଣୀ କରି ଭାରତୀୟ ପ୍ରଶଂସକଙ୍କୁ ନିରାଶ କରିଛନ୍ତି।

ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ପୂର୍ବରୁ, ବ୍ୟବହାରକାରୀମାନେ IIT ବାବାଙ୍କ ଏହି ଭାଇରାଲ କ୍ଲିପ ଉପରେ ମଧ୍ୟ ଭଳିକି ଭଳି ପ୍ରତିକ୍ରିୟା ରଖୁଛନ୍ତି। ଜଣେ ୨୩ ଫେବୃଆରୀ ରାତିରେ ଏହାର ଉତ୍ତର ଦିଆଯିବ ବୋଲି କହୁଥିବା ବେଳେ ଆଉ ଜଣେ କର୍ମ ଉପରେ ବିଶ୍ୱାସ ନାହିଁ ହେଲେ ରୋହିତ ଶର୍ମାଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ ଥିବା କହୁଛନ୍ତି।

आईआईटी बाबा की भविष्यवाणी…

23 फरवरी की रात…

ଏହି କ୍ଲିପ୍‌କୁ ଇନଷ୍ଟାଗ୍ରାମ୍‌ରେ ପୋଷ୍ଟ କରିବା ସମୟରେ @unibit.in ନାମକ ଏକ ହ୍ୟାଣ୍ଡେଲ ଲେଖିଛି- ସେହି ହସ ପ୍ରକୃତରେ ଦୁଃଖଦାୟକ ଥିଲା। ଏହି ଭିଡିଓଟି ୩ ଲକ୍ଷରୁ ଅଧିକ ଲାଇକ ପାଇଛି। ଭିଡିଓଟି ୧ କୋଟି ୭୦ ଲକ୍ଷରୁ ଅଧିକ ଭ୍ୟୁ ପାଇଛି। ସେହିଭଳି ପୋଷ୍ଟଟିରେ ୧୮ ହଜାରରୁ ଅଧିକ ପ୍ରତିକ୍ରିୟା ମିଳିଛି।

 

View this post on Instagram

 

A post shared by UNIBIT Games (@unibit.in)


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri