Posted inଜାତୀୟ

ଯୋଧପୁର ଆଇଆଇଟି ତିଆରି କଲା ଏମିତି ମେଶିନ, ଯାହା ଯେକୌଣସି ଜିନିଷର ଭିତର ପର୍ଯ୍ୟନ୍ତ କରିବ ସାନିଟାଇଜ୍‌

ଜୟପୁର,୨୮।୧: ଆଇଆଇଟି ଯୋଧପୁର ଆତ୍ମନିର୍ଭର ଭାରତ ଏବଂ ମେକ୍‌ ଇନ୍‌ ଇଣ୍ଡିଆ ଅଧୀନରେ ଏମିତି ଏକ ଏସି ମେଶିନ ତିଆରି କରିଛି ଯାହା କୌଣସି ଜିନିଷର ବାହାରୁ ଭିତର ପର୍ଯ୍ୟନ୍ତ ସାନିଟାଇଜ୍‌ କରିପାରିବ।


କରୋନା ସଙ୍କଟ ସମୟରେ ଭାରତ ସମାଧାନର ରାସ୍ତା ଖୋଜୁଥିଲା। ଭାରତ ମଧ୍ୟ ଭ୍ୟାକ୍ସିନ ପ୍ରସ୍ତୁତ କରିବା ଦେଶ ମଧ୍ୟରେ ସାମିଲ ହୋଇଛି। ଏବେ ଏମିତି ଏକ ଏସି ମେଶିନ ପ୍ରସ୍ତୁତ ହୋଇଛି। ଯାହାର ଭିତର ଜିନିଷ ସାନିଟାଇଜ୍‌ କରିବାର ବି କ୍ଷମତା ରହିଛି। ଦେଶର ପ୍ରଥମ ‘ଆଡ୍‌ଭାନ୍ସ ଫଟୋ କ୍ୟାଟାଲିଟିକ୍‌ ଅକ୍ସିଡେଶନ କନ୍‌ଭେୟର ସିଷ୍ଟମ’ ମେଶିନରେ ନେନୋ ପାର୍ଟିକାଲ୍ସ ମେଟାଲ ଅକ୍ସାଇଡର ବ୍ୟବହାର କରାଯାଇଛି। ଏହି ମେଶିନ ରେଲ୍‌ଓ୍ବେ ଷ୍ଟେଶନ, ବସଷ୍ଟାଣ୍ଡ, ଲାଇବ୍ରେରୀ, ସ୍କୁଲ, କଲେଜରେ ଲଗାଯିବ। ଯେଉଁଠି କି ସଂକ୍ରମଣର ଅଧିକ ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶୋଧିତ ତୈଳ ଉପରେ ଟିକସ ହ୍ରାସ କଲେ କେନ୍ଦ୍ର ସରକାର, ଡିଜେଲ ଓ ଏଟିଏଫ ରପ୍ତାନିରେ ଟିକସ ବୃଦ୍ଧି

ନୂଆଦିଲ୍ଲୀ,୨।୯: ଦେଶରେ ଉତ୍ପାଦିତ ଅଶୋଧିତ ତୈଳ ଉପରେ ଲଗାଯାଇଥିବା ଟିକସକୁ ହ୍ରାସ କରିଛନ୍ତି କେନ୍ଦ୍ର ସରକାର। କିନ୍ତୁ ଡିଜେଲ ଓ ଏଟିଏଫ (ବିମାନ ଇନ୍ଧନ) ରପ୍ତାନି...

ଷ୍ଟାଟସ୍‌ ଦେଇ ଜୀବନ ହାରିଲେ ଛାତ୍ର

ଚେନ୍ନାଇ,୩।୪: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଆଇଆଇଟି) ମାଡ୍ରାସ୍‌ରେ ୩୨ ବର୍ଷୀୟ ପିଏଚ୍‌ଡି ଛାତ୍ର ସଚିନ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିବା ପୂର୍ବରୁ ସେ ‘ଆଇ...

କେରଳରୁ ଆସିଲା ଧର୍ମାନ୍ତରିକରଣ ଅଭିଯୋଗ, ଝିଅ ନିଖୋଜ ହେବା ପରେ ବାପା ଆଣିଲେ ଏପରି ଅଭିଯୋଗ

ଥିରୁଭାନନ୍ତପୁରମ୍‌,୧୭।୭: ଦି କେରଲା ଷ୍ଟୋରି ପରି ସମାନ ଘଟଣା କେରଳରେ ସାମ୍ନାକୁ ଆସିଛି। ଫିଲ୍ମରେ ୩୨ହଜାର ଯୁବତୀଙ୍କ ଧର୍ମ ପରିବର୍ତ୍ତନ ବିଷୟରେ ଉଲ୍ଲେଖ କରାଯାଇଥିଲା। ଯେତେବେଳେ...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ଅହମ୍ମଦାବାଦ,୧୦।୭: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ସୋମବାର ଗାନ୍ଧିନଗରରେ ରାଜ୍ୟ ସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଗୁଜରାଟରେ ତିନୋଟି ରାଜ୍ୟ ସଭା ଆସନ ପାଇଁ ଚଳିତ...

ଆରଏସଏସ୍‌ ମୁଖ୍ୟାଳୟ ଘେରାଉ, ନାଗପୁରରେ ୧୪୪ ଧାରା ଜାରି

ନାଗପୁର,୬।୧୦: ନାଗପୁରରେ ଥିବା ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ(ଆରଏସଏସ)ର ମୁଖ୍ୟାଳୟକୁ ଗୁରୁବାର ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଘେରାଉ କରିବାକୁ ଚେଷ୍ଟା କରାଯାଇଛି। ଏହି ମାମଲାରେ ପୋଲିସ...

୧୦ ବର୍ଷ ତଳର କାହାଣୀ: ୨୦୧୦ ଜୁଲାଇ ୨୫ ବନାମ ୨୦୧୯ ଅଗଷ୍ଟ ୨୧; ସେତେବେଳେ ଶାହ ହୋଇଥିଲେ ଗିରଫ; ଏବେ ଚିଦାମ୍ବରମ୍‌ଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୧।୮: ସମ୍ପ୍ରତି ଭାଜପା ସରକାରରେ କଂଗ୍ରେସର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ଅର୍ଥ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ମାମଲା ନେଇ ଦେଶର ରାଜନୈତିକ...

ଆଉ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା

ନୂଆଦିଲ୍ଲୀ,୧ା୬: ଜମ୍ମୁ-କଶ୍ମୀରର କୁଲ୍‌ଗାମ ଜିଲାରେ ମଙ୍ଗଳବାର ଆତଙ୍କବାଦୀମାନେ ଜଣେ ପ୍ରବାସୀ କଶ୍ମୀରୀ ପଣ୍ଡିତ ହାଇସ୍କୁଲ୍‌ ଶିକ୍ଷୟିତ୍ରୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। କଶ୍ମୀରରେ ମାସକ ମଧ୍ୟରେ ଏହା...

ସିଏଏ ହିଂସାରେ ନଷ୍ଟ ହୋଇଥିବା ସମ୍ପତ୍ତିର ଭରଣା ପାଇଁ ୬ଲକ୍ଷ ଟଙ୍କା ଦେଲେ ସାଧାରଣ ଜନତା

ମିରଟ,୨୮।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ଯେଉଁଭଳି ହିଂସା ପ୍ରଦର୍ଶନ କରାଯାଇଥିଲା ସେଥିରେ ଉଭୟ ଧନ ଜୀବନ ହାନି ହୋଇଛି। ଯେଉଁ ସରକାରୀ...

Advertisement
Archives

Model This Week